Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସ୍ବିସ୍‌ ଓପନ୍‌: ୧୯ ମାସ ଓ ୧୩ ଟୁର୍ଣ୍ଣାମେଣ୍ଟ ପରେ ଫାଇନାଲରେ ପହଞ୍ଚିଥିଲେ ସିନ୍ଧୁ, କ୍ୟାରୋଲିନାଙ୍କଠୁ ହାରିଲେ
  • ||
  • ସରିଲା ବିଜେପିର ଦୁଇ ଦିନିଆ ରାଜ୍ୟ କାର୍ଯ୍ୟକାରିଣୀ, ଗୃହୀତ ହେଲା ରାଜନୈତିକ ଚିଠା ପ୍ରସ୍ତାବ, ପ୍ରସ୍ତୁତ ହେଲା ରଣନୀତି
  • ||
  • ଭାରତ ଓ ଚୀନ୍ କେହି କାହା ଲାଗି ବିପଦ ନୁହେଁ, ପରସ୍ପରର ମିତ୍ର : ୱାଙ୍ଗ ଇ
  • ||
  • ଅନ୍ତର୍ଜାତୀୟ ମହିଳା ଦିବସ: ବର୍ଣ୍ଣାଢ଼୍ୟ ଉତ୍ସବ ‘ୱିମେନ୍ ଆଚିଭର୍ସ୍ ଅଫ୍ ଓଡ଼ିଶା’ରେ ରାଜ୍ୟର ସଫଳ ମହିଳାଙ୍କୁ ସମ୍ବର୍ଦ୍ଧନା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୦ କୋଭିଡ୍ ପଜିଟିଭ୍, ୩୩୭୭୪୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ନୂଆପଡ଼ା : ହଳଦି ଗାଁରେ ପୁଣି ଥରେ ବାଘ ଆତଙ୍କ, ଭୟରେ ଗ୍ରାମବାସୀ
  • ||
  • ପାକିସ୍ତାନରେ ହିନ୍ଦୁ ପରିବାରର ୫ ସଦସ୍ୟଙ୍କୁ ହତ୍ୟା ! ସନ୍ଦେହଜନକ ଅବସ୍ଥାରେ ମିଳିଲା ମୃତଦେହ
  • ||
  • ମୋହନା : ଅନ୍ଧବିଶ୍ୱାସର ଭୟଙ୍କର ରୂପ, ସୁସ୍ଥ ରହିବା ପାଇଁ ଏବେବି ଶିଶୁଙ୍କୁ ଦିଆଯାଉଛି ଚେଙ୍କ
  • ||
  • ଭିସୁଟର ୪୦ ଛାତ୍ର କୋଭିଡ୍ ପଜିଟିଭ୍ ମାମଲା : କମ୍ପାନୀର ଦାବି-‘ଆଣ୍ଟିଜେନ୍ କିଟରେ ତ୍ରୁଟି ନଥିଲା’
  • ||
  • ସୋନପୁର : ପଡୋଶୀଙ୍କ ସହ କଥା କଟାକଟିରୁ ଫୁଟିଲା ଗୁଳି, ଜଣେ ମୃତ
  • ||

ଢେଙ୍କାନାଳ: ବ୍ରାଉନ୍‌ ସୁଗାର ଆଡ୍ଡା ଉପରେ ପୁଲିସର ଚଢ଼ାଉ, ନଗଦ ଟଙ୍କା ସହ ବିଭିନ୍ନ ସାମଗ୍ରୀ ଜବତ

22/01/2021 at 9:38 PM

ଢ଼େଙ୍କାନାଳ୨୨/୧: ଢେଙ୍କାନାଳ ଟାଉନ ପୁଲିସ ଏକ ବ୍ରାଉନ ସୁଗାର ଆଡ୍ଡା ଉପରେ ଚଢ଼ାଉ କରିଛି। ବିଶେଷ ସୁତ୍ରରୁ ଖବର ପାଇ ଟାଉନ ଥାନା ପୁଲିସ ସହରର ରାମେଶ୍ୱରପୁର ଅଞ୍ଚଳରେ ଅଚାନକ ଚଢ଼ାଉ କରିଥିଲା । ତେବେ ଏହି ଚଢ଼ାଉ ବେଳେ ବ୍ରାଉନ ସୁଗାର ବିକ୍ରି କରୁଥିବା ଜଣେ ଯୁବକକୁ ଲୁଲିସ ଗିରଫ କରିଛି । ଅନ୍ୟମାନେ ଖବର ପାଇ ଫେରାର ହୋଇଯାଇଛନ୍ତି ।

ଏହି ଚଢ଼ାଉରେ ପୁଲିସ ୧୦. ୪୪ ଗ୍ରାମର ବ୍ରାଉନ ସୁଗାର, ଡିଜିଟାଲ ଓଜନ ମେସିନ, ଆଲୁମିନିୟମ ଫଏଲ ,୬୬ଖଣ୍ଡ ରଙ୍ଗୀନ କାଗଜ ଓ ମୋବାଇଲ ସହ ୨ ଲକ୍ଷ ୯୩ ହଜାର ଟଙ୍କା ଜବତ କରିବାରେ ସକ୍ଷମ ହୋଇଛି ପୋଲିସ । ବ୍ରାଉନ ସୁଗାର ବିକ୍ରି କରୁଥିବା ଜଣେ ଯୁବକକୁ ପୁକିସ ଗିରଫ କରିଛି। ତେବେ ଫେରାର ମାନଙ୍କୁ ଠାବ କରିବାକୁ ପୁଲିସ ଗିରଫ ଯୁବକର ନାମ ଗୋପନ ରଖି ଅଧିକ ତଦନ୍ତ ଚଲାଇଛି ।

   Related Posts