Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୂର୍ବ ଗୋଦାବରୀରେ ଭାରସାମ୍ୟ ହରାଇ ଓଲଟିଲା ଭ୍ୟାନ୍, ୬ ଜଣଙ୍କ ମୃତ୍ୟୁ
  • ||
  • ବୌଦ୍ଧ : ରାସ୍ତା ଉପରେ ପଡିଛି ଯୁବକଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ୩୧ରେ ଆଉ ଏକ ଲଘୁଚାପ ! ଉତ୍ତର ଓ ଉପକୂଳ ଓଡିଶାରେ ବର୍ଷା ସମ୍ଭାବନା
  • ||
  • ରାଉରକେଲା : ସ୍କର୍ପିଓ ଜାଳିଦେଲେ ଦୁର୍ବୃତ୍ତ, ଗାଡିରେ ଥିବା ୩ ଜଣଙ୍କୁ ନିସ୍ତୁକ ମାଡ
  • ||
  • ପରାଜୟ ଧାରା ଭାଙ୍ଗିଲା ଚେନ୍ନାଇ, ୬ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||

ବିପୁଳ ପରିମାଣର ବିଦେଶୀ ମଦ ଜବତ ସହ ୯ ଗିରଫ

28/04/2020 at 2:17 PM

ବ୍ରହ୍ମପୁର ୨୮।୦୪: ଗଞ୍ଜାମ ଜିଲ୍ଲା ଧରାକୋଟ ଅଞ୍ଚଳରେ ପୋଲିସ୍ ଓ ଅବକାରୀ ବିଭାଗ ପକ୍ଷରୁ ଚଢାଉ କରାଯାଇଛି ।ଏହି ଚଢାଉ ସମୟରେ ବିପୁଳ ପରିମାଣର ମଦ ଜବତ ହୋଇଛି । ମଦ ଜବତ ସହ ୯ଜଣଙ୍କୁ ଗିରଫ କରାଯାଇଛି । ଘଟଣାରେ ଅଧିକ ଛାନ୍‌ଭିନ୍‌ ଜାରି ରହିଛି ।

ସୂଚନାଯୋଗ୍ୟ ଯେ, ପୋଲିସ ଓ ଅବକାରୀ ବିଭାଗ କୌଣସି ସୁତ୍ରରୁ ଖବର ପାଇଁ ଧରାକୋଟ ଅଞ୍ଚଳରେ ଚଢାଉ କରିଥିଲେ । ପୋଲିସ ଓ ଅବକାରୀ ବିଭାଗ ଚଢାଉ ସମୟରେ ବିପୁଳ ପରିମାଣର ମଦ ଜବତ କରାଯାଇଛି । ଏବଂ ଘଟଣାରେ ସାମିଲ ଥିବା ୯ଜଣଙ୍କୁ ଗିରଫ କରାଯାଇଛି । ଚମ୍ପାପଲ୍ଲୀ ଓ ବହୁପଦର ଅଞ୍ଚଳରେ ଚଢାଉ କରିବା ସହ ୧୦ଟି ମାମଲା ରୁଜୁ କରାଯାଇଛି ।ଏନେଇ ଅବକାରୀ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

   Related Posts