Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୦୫ କରୋନା ସଂକ୍ରମିତ, ୧୦୫୦୩୫୪ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୩କୁ ବୃଦ୍ଧି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୧୧ ମୃତ
  • ||
  • ଗୁଜୁରାଟରେ ଓମିକ୍ରନ ଗଞ୍ଜାମକୁ ବିପଦ : ବଢିବ ସଂକ୍ରମଣ ! ସତର୍କ କଲା ପ୍ରଶାସନ
  • ||
  • ଡ୍ରାଇଭରଙ୍କୁ ମାଗିଲେ ଲାଞ୍ଚ, ନଦେବାରୁ ଆକ୍ରମଣ କରି କଲେ ଲହୁଲୁହାଣ
  • ||
  • ଆଉ ବର୍ଷା ନାହିଁ, ବଦଳିବ ପାଗ : ୧୧ରୁ କମିଯିବ ଶୀତ
  • ||
  • ଆସୁଛନ୍ତି ପୁଟିନ : ମୋଦୀଙ୍କୁ ଭେଟିବେ, ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା
  • ||

ଜୁଆ ଆଡ୍ଡା ଉପରେ ଚଢାଉ : ୧୪ଗିରଫ, ଲକ୍ଷାଧିକ ଟଙ୍କା ଜବତ

15/10/2020 at 8:37 AM

ବ୍ରହ୍ମପୁର ୧୫।୧୦: ଜୁଆ ଆଡ୍ଡା ଉପରେ ପୋଲିସର ଚଢାଉ । ଗଞ୍ଜାମ ଜିଲ୍ଲା ବଡ଼ବଜାର ଥାନା ଲକ୍ଷ୍ମୀ ବିହାର ଅଞ୍ଚଳରେ ଚଢାଉ  । ଏହି ଚଢାଉରେ ୧୪ଜଣଙ୍କୁ ଗିରଫ କରିବା ସହ ଲକ୍ଷାଧିକ ଟଙ୍କା ଜବତ କରିଛି ପୋଲସି ।

ସ୍ଥାନୀୟ ଅଞ୍ଚଳରେ ଦୀର୍ଘ ୨ମାସ ହେଲା ଜୁଆ ଆଡ୍ଡା ଚାଲୁଥିଲା । ବ୍ରହ୍ମପୁର ଏସପିଙ୍କ ନିର୍ଦ୍ଦେଶ କ୍ରମେ ଗୋସାଇଁନୂଆଗାଁ ଆଇଆଇସି ଅତର୍କିତ ଭାବେ  ବଡବଜାର ଥାନା ଲକ୍ଷ୍ମୀବିହାର ଅଞ୍ଚଳରେ ଚଢାଉ କରିଥିଲେ ।  ଜୁଆ ଆଡ୍ଡା ଉପରେ ପୋଲିସ ଚଢାଉ କରି ୧୪ ଜଣ ଗିରଫ କରିଛି ।  ଏହାସହିତ ୧ ଲକ୍ଷ ୭୦ହଜାର ଟଙ୍କା ଜବତ କରିଥିବା ସୂଚନା ମିଳିଛି । ତେବେ ଗିରଫ ହୋଇଥିବା ଅଭିଯୁକ୍ତଙ୍କ ମଧ୍ୟରେ କିଛି ମହିଳା ଥିବା ଜଣାପଡିଛି ।

   Related Posts