Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟେଷ୍ଟ ପରେ ଓ୍ବାନ୍‌ ଡେ’ ସିରିଜ୍‌ କବ୍‌ଜା କଲା ଦକ୍ଷିଣ ଆଫ୍ରିକା, ଦ୍ବିତୀୟ ଦିନିକିଆରେ ଟିମ୍‌ ଇଣ୍ଡିଆ ୭ ଓ୍ବିକେଟରେ ଧରାଶୟୀ, ଭାରତ ୨୮୭/୬(୫୦ ଓଭର), ଦକ୍ଷିଣ ଆଫ୍ରିକା ୨୮୮/୩ (୪୮.୧ଓଭର)
  • ||
  • ରାଜ୍ୟରେ ଶୁକ୍ରବାର ସୁସ୍ଥହେଲେ ୧୦,୩୯୦ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୬୧୦ଜଣ ଡିସଚାର୍ଜ
  • ||
  • ହରଭଜନ ସିଂହ କରୋନା ଆକ୍ରାନ୍ତ, ନିଜକୁ କଲେ ଆଇସୋଲେଟ୍‌
  • ||
  • ଚୋରା ବାଲି କାରବାରରୁ ହତ୍ୟା, ଶ୍ରମିକଙ୍କ ଉପରେ ଚଢାଇଦେଲେ ଟ୍ରାକ୍ଟର !
  • ||
  • ରାଜ୍ୟରେ ୧୦ ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୯୮୩୩ କୋଭିଡ୍ ପଜିଟିଭ୍, ୧୧୮୭୨୯୫ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଶିବାଡ ଘାଟିରେ ଓଲଟିଲା ଇସପାତ୍, ୮ ଗୁରୁତର
  • ||
  • ଶୁକ୍ରବାରଠୁ ଲିଭିବ ଅମର ଯବାନ ଜ୍ୟୋତି : ୫୦ ବର୍ଷ ତଳେ ଶୁଭାରମ୍ଭ କରିଥିଲେ ଇନ୍ଦିରା ଗାନ୍ଧୀ
  • ||
  • ଟି୨୦ ବିଶ୍ୱକପ୍ : ଖେଳସୂଚୀ ଜାରି କଲା ଆଇସିସି, ଏହି ତାରିଖରେ ଭାରତ-ପାକିସ୍ତାନ ମହା ମୁକାବିଲା
  • ||
  • ଦ୍ୱିତୀୟ ଦିନିକିଆରେ କମ୍ ବ୍ୟାକ୍ କରିବ ଟିମ୍ ଇଣ୍ଡିଆ ! ଦକ୍ଷିଣ ଆଫ୍ରିକା ବିପକ୍ଷରେ ସିରିଜ୍ ବରାବର ଲକ୍ଷ୍ୟ
  • ||

ଜୁଆ ଆଡ୍ଡା ଉପରେ ଚଢଉ କଲା ପୋଲିସ୍ : ୩ଗିରଫ

7/10/2019 at 4:49 PM

ଭଦ୍ରକ ୭/୧୦: ଭଦ୍ରକ ଜିଲ୍ଲା ବାସୁଦେବପୁର ଥାନା ଅନ୍ତର୍ଗତ ଆଢୁଆଁ ଗ୍ରାମରେ ଦୀର୍ଘ ଦିନ ଧରି ଚାଲିଥିବା ଜୁଆ ଆଡ୍ଡା ଉପରେ ବାସୁଦେବପୁର ପୋଲିସ ଅଚାନକ ଚଢଉ କରି ୩ଜଣଙ୍କୁ ଗିରଫ କରିବା ସହିତ ନଗଦ ଟଙ୍କା ଓ ବ୍ୟବହୃତ ସାମଗ୍ରୀ ଜବତ କରିଛି।

ଗତକାଲି ବିଳମ୍ବିତ ରାତିରେ ଆଢୁଆଁ ଗ୍ରାମର ଏକ ନିଛାଟିଆ ସ୍ଥାନରେ ଜୁଆ ଖେଳ ଚାଲିଥିବା ଖବର ପାଇ ବାସୁଦେବପୁର ଥାନା ପୋଲିସ ଚଢଉ କରିଥିଲେ। ଆଢୁଆଁ ଗ୍ରାମର କୁମା ମଳିକ,ତପନ ମଳିକ ଓ ଜୋଗେନ୍ଦ୍ର ମଳିକକୁ ପୋଲିସ କାବୁ କରିନେଇଥିଲେ। ଏହି ଜୁଆଡିଙ୍କ ସମେତ ନଗଦ ଟଙ୍କା ଓ ବ୍ୟବହୃତ ପାଲି,୩ଟି ମୋବାଇଲ୍ ଜବତ କରିଥିବା ଥାନାଧିକାରୀ ମଧୁମିତା ମହାନ୍ତିଙ୍କ ସୂଚନାରୁ ପ୍ରକାଶ।  

   Related Posts