Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୩୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୧୦ ମୃତ
  • ||
  • ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୮କୁ ବୃଦ୍ଧି
  • ||
  • ରାଜ୍ୟରେ ୧୧ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୦୮୬ କୋଭିଡ୍ ପଜିଟିଭ୍, ୧୧୫୫୪୮୭ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜଧାନୀରେ ଖସୁନି କରୋନା ଗ୍ରାଫ୍, ଆଉ ୬ ଅଞ୍ଚଳ ମାଇକ୍ରୋ କଣ୍ଟେନମେଣ୍ଟ୍ ଜୋନ୍
  • ||
  • ସରିଲା ହାସ୍ୟ ଅଭିନେତା ପ୍ରଜ୍ଞାଙ୍କ ନିର୍ବନ୍ଧ, ସୋସିଆଲ ମିଡିଆରେ ରିଙ୍ଗ୍ ସେରିମନି ଫଟୋ ଭାଇରାଲ
  • ||
  • ଗାଡି ପାର୍ଟସ ଦୋକାନରୁ ଲୁଟ୍, ବନ୍ଧୁକ ଦେଖାଇ ନେଇଗଲେ ଟଙ୍କା
  • ||
  • ଅଜଗରକୁ ଗିଳିଲା ଅହିରାଜ, ସାତକୋଶିଆରେ ବିରଳ ଘଟଣା !
  • ||
  • ଭାରସାମ୍ୟ ହରାଇ ବାଇକ ଦୁର୍ଘଟଣାଗ୍ରସ୍ତ, ୨ ଆରୋହୀ ମୃତ
  • ||
  • ଜାନୁଆରୀ ୨୦ରୁ ହଜିଯିବ ଶୀତ, ୨୩ରୁ ବର୍ଷା !
  • ||

ନବବଧୂଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଯୌତୁକ ପାଇଁ ହତ୍ୟା ଅଭିଯୋଗ

21/08/2019 at 7:06 PM

ଖୋର୍ଦ୍ଧା୨୧|୮: ଜଟଣୀ ଥାନା ଅନ୍ତର୍ଗତ ଦେଉଳବସ୍ତ ଗ୍ରାମର ପର୍ଶୁରାମ ଗୁରୁଙ୍କ ପତ୍ନୀ ରୀତା ମହାପାତ୍ରଙ୍କ ଝୁଲନ୍ତା ମୃତଦେହ ପୋଲିସ ଘରୁ ଜବତ କରିଛି । ରୀତାଙ୍କ ମୃତ୍ୟୁକୁ ନେଇ ବାପଘର ଲୋକେ ଜଟଣୀ ଥାନାରେ ଯୌତୁକ ଜନିତ ହତ୍ୟା ଅଭିଯୋଗ କରିଛନ୍ତି ।

ଦୁଇମାସ ବୈଦିକ ରୀତିରେ ପର୍ଶ୍ରୁରାମଙ୍କୁ ବିବାହ କରିଥିଲେ ରୀତା । ତେବେ ବିବାହ ପରଠୁ ରୀତାଙ୍କ ଶାଶୁ ଘର ଲୋକ ବାରମ୍ବାର ଯୌତୁକ  ଦାବି କରୁଥିବା ବାପଘର ଲୋକ ଅଭିଯୋଗ କରିଛନ୍ତି । ଅପରପକ୍ଷରେ ପୋଲିସ ସାଇଣ୍ଟିଫିକ ଟିମ ସହାୟତରେ ଅଧିକ ତଦନ୍ତ ଜାରି ରଖିଛି ।

   Related Posts