Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପରାଜୟ ଧାରା ଭାଙ୍ଗିଲା ଚେନ୍ନାଇ, ୬ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||
  • ସରକାରଙ୍କ ବଡ ନିଷ୍ପତ୍ତି, ନବମରୁ ଦ୍ଵାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଫି ୪୦ ପ୍ରତିଶତ କମିଲା, ଅଭିଭାବକଙ୍କୁ ମିଳିଲା ବଡ ଆଶ୍ଵସ୍ତି
  • ||
  • ଅଲମ୍ପିକ ପ୍ରସ୍ତୁତି ପାଇଁ ଗଠିତ ସଂସଦୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ, କମିଟିର ସଦସ୍ୟ ରହିଛନ୍ତି ସାଂସଦ ଅନୁଭବ ମହାନ୍ତି ଓ ସସ୍ମିତ ପାତ୍ର
  • ||
  • ମଦ ଦୋକାନ ନ ଖୋଲିବା ପାଇଁ ଜିଲ୍ଲାପାଳଙ୍କୁ ଦାବିପତ୍ର
  • ||
  • ବାଲେଶ୍ବର ଉପ ନିର୍ବାଚନରେ ମୁଖ୍ୟମନ୍ତ୍ରୀଙ୍କ ଡିଜିଟାଲ ପ୍ରଚାର: କହିଲେ, ‘ମୁଁ ସବୁବେଳେ ଆପଣଙ୍କ ସାଥିରେ ଅଛି’
  • ||
  • ମଙ୍ଗ ସମ୍ଭାଳିଲେ ନୀତିଶ ରାଣା, ଚେନ୍ନାଇକୁ ୧୭୩ ରନର ବିଜୟ ଲକ୍ଷ୍ୟ ଦେଲା କୋଲକାତା ନାଇଟ୍ ରାଇଡର୍ସ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୧୭ କରୋନା ସଂକ୍ରମିତ ଚିହ୍ନଟ
  • ||
  • ରାଉରକେଲା : ଡ୍ରାଇଭରଙ୍କ ନାଁରେ ୨୮ କୋଟି ଟଙ୍କାର GST ଠକେଇ ଅଭିଯୋଗ
  • ||
  • ଗଞ୍ଜାମ : ବୋମା ଭିଡୁଥିବା ବେଳେ ବିସ୍ଫୋରଣ, ଜଣେ ମୃତ, ଦୁଇ ଗୁରୁତର
  • ||

ପୋଲିସ ଏସ୍‌ଆଇଙ୍କୁ ବର୍ଷେ ଜେଲ୍, ୧୦ ହଜାର ଜରିମାନା

23/12/2019 at 5:58 PM

ବ୍ରହ୍ମପୁର ୨୩।୧୨: ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ମାମଲାରେ କାର୍ଯ୍ୟାନୁଷ୍ଠାନ । ପୋଲିସ ଏସଆଇ ପ୍ରମୋଦ ସାହୁଙ୍କୁ ଏକ ବର୍ଷ ଜେଲ ଦଣ୍ଡ ସହ ୧୦ ହଜାର ଟଙ୍କା ଜରିମାନା । ୩ ଲକ୍ଷ ୪୨ ହଜାର ଟଙ୍କା ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ମାମଲାରେ ବ୍ରହ୍ମପୁର ଭିଜିଲାନ୍ସ ଜଜ୍ ସୁବ୍ରତ ମହାନ୍ତି ଦଣ୍ଡାଦେଶ ଶୁଣାଇଛନ୍ତି । ପ୍ରମୋଦ ସାହୁଅଡବା ଥାନାର ତତ୍କାଳୀନ ଓଆଇସି ତଥା ବର୍ତ୍ତମାନର ପୁରୀ ଟ୍ରାଫିକରେ ପୋଲିସ ଏସଆଇ ଭାବେ କର୍ଯ୍ୟରତ ଅଛନ୍ତି ।

   Related Posts