Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଜେଟ୍‌ ଡେ’ରେ ପାର୍ଲାମେଣ୍ଟ ଚଲୋ: ଆନ୍ଦୋଳନକାରୀ କୃଷକ ଦେଲେ ଡାକରା
  • ||
  • ଚିନ୍ତା ବଢାଇଲେଣି କୁଲଡିହା ହାତୀପଲ, ନଷ୍ଟ କରୁଛନ୍ତି ବ୍ୟାପକ ଫସଲ
  • ||
  • ଭୁବନେଶ୍ବର : ଫେବୃଆରୀ ୧୪ରୁ ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ଟିକାକରଣ
  • ||
  • ଅନୁଗୋଳ : ଜିଲ୍ଲାପାଳଙ୍କ ଅଫିସ୍ ଆଗରେ ମା’ ଓ ପୁଅଙ୍କ ଆତ୍ମାହୁତି ଉଦ୍ୟମ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୦ କୋଭିଡ୍ ସଂକ୍ରମିତ, ୩୩୪୪୩୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ବ୍ରହ୍ମପୁର : ଟ୍ରାକ୍ଟର ସହ ବାଇକ୍ ଧକ୍କା, ଜଣେ ମୃତ, ୨ ଶ୍ରମିକ ଗୁରୁତର
  • ||
  • ଆନନ୍ଦପୁର : ଧାନ ଡୋଲି ଓଲଟିପଡି ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୨୦୩ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ବରଗଡ : ଭିଜିଲାନ୍ସ ଜାଲରେ ବରଗଡ ଜିଲ୍ଲା ଭଟଲି ବ୍ଲକ୍ କେଲେଙ୍ଗାପାଲିର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ
  • ||
  • ଭୁବନେଶ୍ବର : ସାଲିଆ ସାହିରୁ ୫ଶହ ଲିଟରରୁ ଅଧିକ ଦେଶୀ ମଦ ଜବତ, ୯ ଅଭିଯୁକ୍ତ ଗିରଫ
  • ||

ଭିଡିଓ କନ୍‌ଫରେନ୍ସିଂ ଜରିଆରେ ବେଲଗୁଣ୍ଠା ଥାନା ଉଦ୍‌ଘାଟନ

31/12/2020 at 2:24 PM

ଭଞ୍ଜନଗର ୩୧।୧୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ରାଜ୍ୟର ୬ଟି ଥାନା ଉଦ୍‌ଘାଟନ କରିଛନ୍ତି । ସେଥିମଧ୍ୟରୁ ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ନିକଟରେ ଥିବା ଥାନା ଅନ୍ୟତମ । ଯାହାକୁ ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଖବର ଅନୁଯାୟୀ, ଦୀର୍ଘ ଦିନ ଧରି ବେଲଗୁଣ୍ଠା ଏକ ଫାଣ୍ଡି ରୂପେ କାର୍ଯ୍ୟ କରି ଆସୁଥିଲା । ଯାହା ଉପରେ ବୁଗୁଡ଼ା, ଜଗନ୍ନାଥ ପ୍ରସାଦ ବ୍ଲକର ଅନେକ ଗାଁ ଭରସା କରିଥାନ୍ତି। ଦୀର୍ଘ ଦିନ ଧରି ଏହି ଫାଣ୍ଡି କୁ ଥାନାରେ ପରିଣତ କରିବା ପାଇଁ ଦାବି ହୋଇଆସୁଥିଲା । ଶେଷରେ ଦାବି ପୂରଣ ହୋଇଛି । ଏହି ଉଦ୍‌ଘାଟନ କାର୍ଯ୍ୟକ୍ରମରେ ଗଞ୍ଜାମ ଜିଲ୍ଲାପାଳ, ଗଞ୍ଜାମ ଏସ୍‌ପି ବ୍ରିଜେଶ ରାଏ ଓ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ସୋରଡା ବିଧାୟକ ପୂର୍ଣ୍ଣ ଚନ୍ଦ୍ର ସ୍ବାଇଁ ଙ୍କ ସମେତ ଅନେକ ପୋଲିସ କର୍ମଚାରୀ ଏବଂ ରାଜ ନେତା ଯୋଗ ଦେଇ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

   Related Posts