Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜାସନ ରୟ ଓ ଓ୍ଵିଲିୟମସନଙ୍କ ଅର୍ଦ୍ଧଶତକ, ଲଗାତାର ପରାଜୟ ପରେ ରାଜସ୍ଥାନକୁ ହରାଇ ବିଜୟର ସ୍ଵାଦ ଚାଖିଲା ହାଇଦ୍ରାବାଦ
  • ||
  • ବିଜାପୁର ସିଆରପିଏଫ କ୍ୟାମ୍ପ ଉପରେ ନକ୍ସଲ ହମ୍‌ଲା, ଜାରି ରହିଛି ଗୁଳି ବିନିମୟ
  • ||
  • ନ୍ୟୁଜ7ରେ ପୁଣି ଆାରମ୍ଭ ହେବ ‘ହଟସିଟ୍ ’, ସିଜନ-୨ରେ ସାମିଲ୍‌ ହେବେ ବହୁ ବିଶିଷ୍ଟ ବ୍ୟକ୍ତି
  • ||
  • ଆଞ୍ଜେଲା ମାର୍କେଲଙ୍କ ଯୁଗ ଶେଷ ! ଜର୍ମାନ ନିର୍ବାଚନରେ ଖୁବ୍ କମ ଭୋଟରେ ହାରିଲା ମାର୍କେଲଙ୍କ ପାର୍ଟି, କ୍ଷମତା ଡୋର ସୋସିଆଲ ଡେମୋକ୍ରାଟ୍ସଙ୍କ ହାତକୁ ଯିବ
  • ||
  • ଭୁବନେଶ୍ବର : ‘ଗୁଲାବ’ ପ୍ରଭାବରେ ରାଜ୍ୟର ହୋଇନି ବେଶୀ ପବନ, କୋରାପୁଟ ଓ ମାଲକାନଗିରି ଜିଲ୍ଲାର ଗୋଟିଏ ଗୋଟିଏ ବ୍ଲକ୍‌ରେ ଅଧିକ ବର୍ଷା : SRC
  • ||
  • କାଲିମେଳା : ରାସ୍ତାରେ ଚାଲୁଛି ୨ରୁ ୩ଫୁଟ ବର୍ଷାଜଳ, ଉଭୟ ପାର୍ଶ୍ବରେ ଅଟକିଛି ଯାନବାହାନ
  • ||
  • ମୋହନା : ଗଜପତିରେ ପ୍ରଭାବ ପକାଇଲା ‘ଗୁଲାବ’, ବିଭିନ୍ନ ସ୍ଥାନରେ ଗଛ ପଡି ରାସ୍ତା ଅବରୋଧ
  • ||
  • ଆଇପିଏଲ ୨୦୨୧ : ୪୦ ତମ ଲିଗ୍‌ ମୁକାବିଲାରେ ମୁହାଁମୁହିଁ ହେବେ ହାଇଦ୍ରାବାଦ ଓ ରାଜସ୍ଥାନ
  • ||
  • କେନ୍ଦୁଝର : ବଣୁଆ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ, ମଞ୍ଚାରୁ ଓହ୍ଲାଇ ଘରକୁ ଯିବାବେଳେ ଆକ୍ରମଣର ଶିକାର
  • ||
  • ଜୟପୁର : ଲଗାଣ ବର୍ଷା ଯୋଗୁଁ ଧସିଲା ମାଟି ଅତଡା, ଜାତୀୟ ରାଜପଥ ଅବରୋଧ
  • ||

ଆଜି ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ : ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ ଏବଂ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

23/08/2020 at 12:25 PM

ନୂଆଦିଲ୍ଲୀ ୨୩।୦୮:  ପଶ୍ଚିମ ଓଡ଼ିଶାର ଏହି ଗଣପର୍ବ ନୂଆଖାଇ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ, ଗୃହମନ୍ତ୍ରୀ ଅମିତ ଶାହା, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ପ୍ରଧାନମନ୍ତ୍ରୀ ମୋଦି ଟ୍ବିଟ କରି ଲେଖିଛନ୍ତି ଆମର ଚାଷୀ ଭାଇ ମାନଙ୍କର କଠିନ ପରିଶ୍ରମର ଉତ୍ସବ ହେଉଛି ପବିତ୍ର ନୂଆଁଖାଇ । ସେମାନଙ୍କର ଝାଳବୁହା ପରିଶ୍ରମ କାରଣରୁ ଆମ ଦେଶକୁ ଅନ୍ନ ମିଳୁଛି । ଏହି ବିଶେଷ ଦିବସରେ ସମସ୍ତଙ୍କ ଉନ୍ନତି ଏବଂ ଉତ୍ତମ ସ୍ୱାସ୍ଥ୍ୟ କାମନା କରୁଛି ।

ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ବିଟ୍ କରି ଶୁଭେଚ୍ଛା ଜଣାଇଛନ୍ତି । ସେ କହିଛନ୍ତି ନୂଆଁ ଧାନ୍ ସାଙ୍ଗେ ନୂଆଁ ଆଶା ନେଇକରି ପାଲନ୍ କରୁନ୍ ଇ ଭାଇଚାରାର୍ ପରବ୍ ନୂଆଁଖାଇ। ସମସ୍ତଙ୍କର୍ ସୁଖ ଆର୍ ସମୃଦ୍ଧି କାମନା କରୁଛେଁ। ସଭିଙ୍କୁ ମୋର୍ ନୂଆଁଖାଇ ଜୁହାର୍। ସେପଟେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏକ ଭିଡିଓ ବାର୍ତ୍ତାରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇବା ସହ କୋଭିଡ ନିୟମ ମାନି ପର୍ବ ପାଳନ କରିବାକୁ କହିଛନ୍ତି ।

   Related Posts