Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଡିସେମ୍ବର-ଜାନୁଆରୀ ସମସ୍ତଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ: ଭୁବନେଶ୍ବର ଷ୍ଟେସନ ଓ ଏୟାରପୋର୍ଟରେ କରିପାରିବେ କୋଭିଡ୍‌ ଟେଷ୍ଟ
  • ||
  • ପରୀ ବାପା-ମା’ଙ୍କୁ ଭେଟିଲେ ବିଜେପି ଟିମ୍, ସିବିଆଇ ତଦନ୍ତ ଦାବି
  • ||
  • ରାଉରକେଲା : ଚଳନ୍ତା ଟ୍ରେନ୍‌ର ଟୟଲେଟ୍‌ରେ ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ, ଅଭିଯୁକ୍ତ ଯୁବକ ଗିରଫ
  • ||
  • କଟକ : ପୁଣି ଏକ ନକଲି ଘିଅ କମ୍ପାନୀରେ ଚଢାଉ, କୋଟିଏ ଟଙ୍କାର ଅପମିଶ୍ରିତ ସାମଗ୍ରୀ ଜବତ
  • ||
  • ପ୍ରେମ: ସେୟାର ଚାଟ୍‌ରୁ ଆରମ୍ଭ ଫେସବୁକରେ ଶେଷ, ସୋସିଆଲ ମିଡିଆରେ ପ୍ରେମିକାଙ୍କ ଅଶ୍ଲୀଳ ଫଟୋ ପୋଷ୍ଟ କଲେ ପ୍ରେମିକ
  • ||
  • ନୂଆପଡା : ମେଡିକାଲରେ ଚାକିରୀ ଦେବାକୁ କହି ଠକୁଥିଲା ଯୁବକ, ଗିରଫ କଲା ପୋଲିସ
  • ||
  • ସମ୍ବଲପୁର : ଦନ୍ତା ହାତୀର ମୃତଦେହ ଠାବ, ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ମୃତ୍ୟୁ ଅଭିଯୋଗ
  • ||
  • ଗଞ୍ଜାମ : ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ବିଜେପି ଓ କଂଗ୍ରେସ ପକ୍ଷରୁ ଏତଲା
  • ||
  • ପୁରୀ : ଅନଲାଇନରେ ନିର୍ମାଲ୍ୟ ବିକ୍ରି କରିବା ନେଇ ସିଂହଦ୍ବାର ଥାନାରେ ଆମାଜନ ଇଣ୍ଡିଆ ବିରୋଧରେ ସେବାୟତଙ୍କ ଏତଲା
  • ||
  • ସୋର : ଓଭରଲୋଡିଂ ପାଇଁ ଗଣିଲେ ତଣ୍ଡ, ୩ଲକ୍ଷ ଜରିମନା ଦେଲେ ୬ ଡମ୍ଫର
  • ||

ନୂଆ ଟ୍ରାଫିକ୍ ନିୟମକୁ ଜିଜିଆ କର ସାଙ୍ଗରେ ତୁଳନା କଲେ କଂଗ୍ରେସ ନେତା, ମନ୍ତ୍ରୀ ସୁଶାନ୍ତ ସିଂ କହିଲେ ଆଇନର ତର୍ଜମା ଆବଶ୍ୟକ

6/09/2019 at 1:21 PM

ଭୁବନେଶ୍ବର ୬।୯: ସେପ୍ଟେମ୍ବର ପହିଲାରୁ ସାରା ଦେଶରେ ଲାଗୁ ହୋଇଛି ନୂଆ ଟ୍ରାଫିକ୍ ନିୟମ । ନୂଆ ଟ୍ରାଫିକ୍ ନିୟମକୁ ସବୁଆଡେ ହଲଚଲ । ଚାରିଆଡେ ବ୍ଲକିଂ, ଚେକିଂ । କିଏ କେତେବେଳେ ଫାଇନର ଶିକାର ହେବ ସେଥିପାଇଁ ଲୋକଙ୍କ ଟେନସନ ବଢିଯାଉଛି । ଏତିକି ବେଳେ ରାଜ୍ୟ କିଛିଟା କୋହଳ କରିବାକୁ ରାଜ୍ୟ ସରକାର ଚିନ୍ତା କରିଛନ୍ତି ।

ଅନ୍ୟପଟେ ଟ୍ରାଫିକ୍ କଟକଣା ନେଇ ନେତାମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି । ନୂଆ ଟ୍ରାଫିକ୍ ନିୟମକୁ ନେଇ ବିଭିନ୍ନ ଦଳର ନେତା ଅସନ୍ତୋଷ ପ୍ରକାଶ କରିଛନ୍ତି । ଆଇନର ତର୍ଜମା ହେବା ଦରକାର ବୋଲି କହିଛନ୍ତି ମନ୍ତ୍ରୀ ସୁଶାନ୍ତ ସିଂହ ।

ସେହିପରି ଫାଇନ୍ ଜିଜିଆ କର ଭଳି ବୋଲି କହିଛନ୍ତି କଂଗ୍ରେସ ନେତା ସନ୍ତୋଷ ସିଂ ସାଲୁଜା । ସେହିପରି ଭିତ୍ତିଭୂମି ଠିକ୍ ନଥାଇ ଆଇନ ଲାଗୁକୁ ଭୁଲ୍ ବୋଲି କହିଛନ୍ତି ବିଜେପି ନେତା ବିଷ୍ଣୁ ସେଠୀ ।

   Related Posts