Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୭ ଦିନିଆ ରିମାଣ୍ଡରେ ଯିବ ଗ୍ୟାଙ୍ଗଷ୍ଟର ହାଇଦର, ଅନୁମତି ଦେଲେ JMFC
  • ||
  • ICSE ଦଶମ ଏବଂ ଦ୍ବାଦଶ ପରୀକ୍ଷା ସ୍ଥଗିତ
  • ||
  • ଭାରତ ଆସିବ ପଳାତକ ନିରବ ମୋଦି, ଅନୁମତି ଦେଲେ ବ୍ରିଟେନ୍‌ ଗୃହ ମନ୍ତ୍ରଣାଳୟ
  • ||
  • ଢେଙ୍କାନାଳ : ଶ୍ବଶୁର ଘର ପଛପଟୁ ଜ୍ବାଇଁଙ୍କ ଝୁଲନ୍ତା ମୃତଦେହ ଠାବ, ଆସିଥିଲେ ସ୍ତ୍ରୀଙ୍କୁ ମନାଇବାକୁ
  • ||
  • ବାଲିପାଟଣା : ମାତ୍ର ୮ଶହ ଟଙ୍କା ଉଧାର ପାଇଁ ଗଲା ଜୀବନ, ମହିଳା ମଣ୍ଡଳ ସଭାନେତ୍ରୀଙ୍କ ପୁଅ ମାଡରେ ଜଣଙ୍କର ମୃତ୍ୟୁ
  • ||
  • ପୂର୍ବତନ କେନ୍ଦ୍ରମନ୍ତ୍ରୀ ହରସିମରତ କୌର ବାଦଲ କରୋନା ପଜିଟିଭ୍
  • ||
  • ଭୁବନେଶ୍ବର : ସଂକ୍ରମଣ ଆଗକୁ ଆହୁରି ବଢି ବଢି ଚାଲିବ – ସ୍ବାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ଗୀତିକାର ପଣ୍ଡିତ କିରଣ ମିଶ୍ରଙ୍କ ଦେହାନ୍ତ: ୧୫ ଦିନ ପୂର୍ବରୁ ନେଇଥିଲେ ଭ୍ୟାକସିନ୍
  • ||
  • ଦ୍ୱିତୀୟ ଥର ପାଇଁ କରୋନା ସଂକ୍ରମିତ ହେ​‌ଲେ ମୁଖ୍ୟମନ୍ତ୍ରୀ ବି. ଏସ୍‌. ୟେଦିୟୁରପ୍ପା, କିଛି ଦିନ ପୂର୍ବେ ନେଇଥିଲେ ଭ୍ୟାକସିନ୍‌
  • ||
  • ଭୁବନେଶ୍ବର : ଭୁବନେଶ୍ବର UPDରେ ଜାରି ହେବ ୧୪୪ ଧାରା, ୨୭ଟି ସ୍ଥାନରେ ମୁତୟନ ହେବେ ବ୍ୟାପକ ପୋଲିସ
  • ||

ପିପିଲିରେ ରାଜନୈତିକ ହିଂସା ଅଭିଯୋଗ : ବିଜେପି କର୍ମୀଙ୍କୁ ବିଜେଡି କର୍ମୀ ଆକ୍ରମଣ କରିଥିବା କହି ଧାରଣା ଦେଲେ ବିଜେପି ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକ

2/04/2021 at 1:46 PM

ନିମାପଡା ୨।୪: ପିପିଲିରେ ରାଜନୈତିକ ହିଂସା । ବିଜେପି ରାଲିରେ ଯାଉଥିବା ଯୁବକକୁ ବିଜେଡି କର୍ମୀ ମାଡ ମାରି ଗାଡି ଚାବି ଛଡାଇ ନେଇଯାଇଥିବା ଅଭିଯୋଗ ହୋଇଛି । ଏହାକୁ ବିରୋଧ କରି ବିଜେପି ପକ୍ଷରୁ ବିଧାୟକ ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକ ଧାରଣା ଦେଇଛନ୍ତି । ଆଶ୍ରିତ ପଟ୍ଟନାୟକ ରାଲି ଛାଡି ସହଜପୁର ପଞ୍ଚାୟତ ରାଇରଗପୁରରେ ଧାରଣା ଦେଇଛନ୍ତି । ତାଙ୍କ ସହ ବିଜେପିର ଶତାଧିକ କର୍ମୀ ମଧ୍ୟ ଧାରଣା ଦୋଇଥିବା ଦେଖିବାକୁ ମିଳିଛି ।

ସେପଟେ ପିପିଲି ଉପ ନିର୍ବାଚନ ପାଇଁ ବିଜେଡି ପ୍ରାର୍ଥୀ ରୁଦ୍ର ପ୍ର୍ରତାପ ମହାରଥୀ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି । ଡେଲାଙ୍ଗ ବ୍ଲକ୍ କୋଠାବାଡ଼ ପଞ୍ଚାୟତରେ ପ୍ରଚାର ଆରମ୍ଭ କରିଛନ୍ତି ରୁଦ୍ର । ପ୍ରଚାର ମୈଦାନରେ ଗାଁକୁ ଗାଁ ବୁଲୁଛନ୍ତି । ଏହା ସହ ବିଜେଡିର ଅନେକ ନେତା ଓ କର୍ମୀ ଘରକୁ ଘର ବୁଲି ଲୋକଙ୍କୁ ଭେଟିବା ସହିତ ମୁଣ୍ଡିଆ ମାରି ଆଶୀର୍ବାଦ ନେଇ ପ୍ରଚାର ଆରମ୍ଭ କରିଛନ୍ତି ରୁଦ୍ର ।

   Related Posts