Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଏସଏଫର ବଡ କାର୍ଯ୍ୟାନୁଷ୍ଠାନ, ବାଂଲାଦେଶ ସୀମାରେ ୮୨ ନକଲି ଡ୍ରାଇଭିଂ ଲାଇସେନ୍ସ ଜବତ
  • ||
  • ୟୁପି ସମର: ଅଖିଳେଶଙ୍କ ପାଇଁ ପ୍ରଚାର କରିବେ ମମତା, ଫେବୃଆରୀ ୮ରେ ଲକ୍ଷ୍ନୌରେ ଭର୍ଚୁଆଲ ରାଲି
  • ||
  • ଆସନ୍ତାକାଲି ପ୍ରଥମ ଦିନିକିଆ: କିଏ କରିବ ଓପନିଂ ? ଖୁଲାସା କଲେ ରାହୁଲ, ୫ ବର୍ଷ ପରେ ଦିନିକିଆକୁ ପ୍ରତ୍ୟାବର୍ତ୍ତନ କରିବେ ଏହି ଖେଳାଳି
  • ||
  • କାରିଗରଙ୍କଠୁ ଲାଞ୍ଚ ନେବା ମହଙ୍ଗା ପଡିଲା, ଭିଜିଲାନ୍ସ ଦ୍ଵାରା ବନ୍ଧା ହେଲେ ହସ୍ତଶିଳ୍ପ ନିଗମର ସହ-ନିର୍ଦ୍ଦେଶକ ଓ କ୍ରାପ୍ଟମ୍ୟାନ୍
  • ||
  • କଲେଜ୍ରେ ନିର୍ବାଚନୀ ସଭା ନେଇ କଠୋର ହେଲେ ଏସଇସି: ଏସଡିପିଓ ଏବଂ ପ୍ରିନ୍ସିପାଲଙ୍କୁ ନିଲମ୍ବନ କରିବାକୁ ଦେଲେ ନିର୍ଦ୍ଦେଶ
  • ||
  • IPL 2022: କେଏଲ ରାହୁଲଙ୍କ ସହ ଏହି ଦୁଇ ଖେଳାଳିଙ୍କୁ ନିଜ ଦଳରେ ସାମିଲ୍ କଲା ଲକ୍ଷ୍ନୌ ଫ୍ରାଞ୍ଚାଇଜି
  • ||
  • ମଙ୍ଗଳବାର ପୃଥିବୀର ନିକଟତର ହେବ ବିରାଟ ଗ୍ରହାଣୁ : ମାଡ ହେଲେ ଘଟାଇବ ବିନାଶ !
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୩୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୧୦ ମୃତ
  • ||
  • ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୮କୁ ବୃଦ୍ଧି
  • ||
  • ରାଜ୍ୟରେ ୧୧ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୦୮୬ କୋଭିଡ୍ ପଜିଟିଭ୍, ୧୧୫୫୪୮୭ରେ ପହଞ୍ଚିଲା ସଂଖ୍ୟା
  • ||

ମୁଖ୍ୟମନ୍ତ୍ରୀଙ୍କ ପାଇଁ ବିଜେପୁରରେ ପ୍ରଚାର ଆରମ୍ଭ

5/04/2019 at 8:54 AM

ବିଜେପୁର ୫|୪ : ବରଗଡ ଜିଲ୍ଲା ବିଜେପୁର ନିର୍ବାଚନ ମଣ୍ଡଳୀ ଉପନିର୍ବାଚନକୁ ନେଇ ଦିନେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟି ଥିବା ବେଳେ ଚଳିତ ସାଧାରଣ  ନିର୍ବାଚନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହୋଇଛନ୍ତି ପ୍ରାର୍ଥୀ । ଯାହାକୁ ନେଇ ରାଜନୈତିକ ମାହୋଲ ସରଗରମ  । ଗତକାଲି ମୁଖ୍ୟମନ୍ତ୍ରୀଙ୍କ ପାଇଁ ପ୍ରଚାର କାର୍ଯ୍ୟ ଆରମ୍ଭ ହୋଇଛି ।

ବରପାଲି ଶିଶୁ ଉଦ୍ୟାନଠାରୁ ଗାନ୍ଧିଛକ ଦେଇ ନଗର ପରିକ୍ରମା କରି ହଜାର ହଜାର ସଂଖ୍ୟାରେ ମହିଳା ଓ ପୁରୁଷ କର୍ମୀ ଏକ ଶୋଭାଯାତ୍ରାରେ ବାହାରି ଦଳୀୟ କାର୍ଯ୍ୟାଳୟକୁ ଯାଇ ପହଁଚି ଥିଲେ । ରାଜ୍ୟସଭା ସାଂସଦ ପ୍ରସନ୍ନ ଆଚାର୍ଯ୍ୟ, ବିଧାୟକ ରିତା ସାହୁ, ମନ୍ତ୍ରୀ ସୁଶାନ୍ତ ସିଂ, ଲୋକସଭା ସାଂସଦ ପ୍ରଭାସ ସିଂ ଏବଂ ଅନୁପ ସାଏଙ୍କ ଉପସ୍ଥିତିରେ ପ୍ରସନ୍ନ ଆଚାର୍ଯ୍ୟ ବିଜେଡି ଦଳୀୟ କାର୍ଯ୍ୟାଳୟକୁ ଫିତା କାଟି ଉଦଘାଟନ କରିଥିଲେ ।

   Related Posts