Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଣାଇ ରେଞ୍ଜରେ ଗୋଠଛଡା ଦନ୍ତା ଆତଙ୍କ, ସନ୍ଧ୍ୟା ହେଲେ ଗାଁରେ ପଡୁଛି ତାଟିକବାଟ
  • ||
  • ଟେକ୍ସାସରେ ୪ ଜଣଙ୍କୁ ପଣବନ୍ଦୀ : ପାକିସ୍ତାନୀ ବୈଜ୍ଞାନିକଙ୍କୁ ମୁକ୍ତ କରିବାକୁ ଦାବି, ଘଟଣାସ୍ଥଳରେ ଏଫବିଆଇ ଓ ସ୍ୱାଟ୍ ଟିମ୍
  • ||
  • ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୧କୁ ବୃଦ୍ଧି
  • ||
  • ରାଜ୍ୟରେ ୧୧ ହଜାର ଡେଇଁଲା ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୧୭୭ କୋଭିଡ୍ ପଜିଟିଭ୍, ୧୧୩୩୯୧୨ରେ ପହଞ୍ଚିଲା ସଂଖ୍ୟା
  • ||
  • ନିଶାରେ ୩ ବାଇକକୁ ଧକ୍କା ଦେଲେ କାର୍ ଡ୍ରାଇଭର, ଓଲଟା ପୋଲିସକୁ କଲେ ଗାଳିଗୁଲଜ
  • ||
  • ଫାଟିଗଲା ମୋବାଇଲ ବ୍ୟାଟେରୀ, ନାବାଳକ ଗୁରୁତର : ପଥରରେ ଛେଚୁଥିବା ବେଳେ ଅଘଟଣ
  • ||
  • ରାଜ୍ୟର ୪ ବରିଷ୍ଠ ଆଇଏଏସଙ୍କୁ ପ୍ରମୋସନ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ପାହ୍ୟାକୁ ପଦୋନ୍ନତି
  • ||
  • କୋଟିଆରେ ହେବ ପଞ୍ଚାୟତ ନିର୍ବାଚନ, ୧୩ଟି ବୁଥରେ ମତଦାନ
  • ||

ହିଞ୍ଜିଳିରୁ ବିଜେପି ପ୍ରାର୍ଥୀ ପୀତାମ୍ବର ଆଚାର୍ଯ୍ୟଙ୍କ ନାଁରେ ମାମଲା ରୁଜୁ କଲା ଫ୍ଲାଇଂ ସ୍କ୍ବାର୍ଡ

30/03/2019 at 11:45 AM

ଆସ୍କା ୩୦|୩ : ବିଜେପି ହିଞ୍ଜିଳି ପ୍ରାର୍ଥୀ ପୀତାମ୍ବର ଆଚାର୍ଯ୍ୟଙ୍କ ନାଁରେ ଆସ୍କା ଥାନାରେ ଏତଲା ଦିଆଯାଇଛି । ନିର୍ବାଚନ ଦାୟିତ୍ବରେ ଥିବା ପୋଲିସ ଓ ଫ୍ଲାଇଂ ସ୍କ୍ବାର୍ଡକୁ ପୀତାମ୍ବର ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଛି । ହିଞ୍ଜିଳି ଗସ୍ତ ସମୟରେ ବିଜେପି ପ୍ରାର୍ଥୀ ପୀତାମ୍ବର ଆଚାର୍ଯ୍ୟ, ନିର୍ବାଚନ କମିଶନଙ୍କ ଫ୍ଲାଇଂ ସ୍କ୍ବାର୍ଡକୁ ଧମକାଇଥିବା ଅଭିଯୋଗ ହୋଇଥିଲା । ଏପରିକି ଏହି ସମୟର ଭିଡିଓ ସୋସିଆଲ୍ ମିଡିଆରେ ବେଶ୍ ଭାଇରାଲ୍ ହୋଇଥିଲା ।

ସୂଚନାଯୋଗ୍ୟ ଯେ, ଗତ ୨୬ ତାରିଖରେ ପ୍ରାର୍ଥୀପତ୍ର ଦାଖଲ କରିବା ପାଇଁ ଗଞ୍ଜାମ ଜିଲ୍ଲା ହିଞ୍ଜିଳିକୁ ଯାଇଥିଲେ ପୀତାମ୍ବର । ବାଟରେ ଯିବା ସମୟରେ ପୋଲିସ ଓ ମାଜିଷ୍ଟ୍ରେଟଙ୍କ ସହ ତାଙ୍କର ବଚସା ହୋଇଥିଲା । ଏହି ସମୟରେ ପୀତାମ୍ବର ସେମାନଙ୍କୁ ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଛି । ତେବେ ପୋଲିସ ଅଧିକାରୀ  ଫଳରେ ଆଜି ତାଙ୍କ ବିରୋଧରେ ଆସ୍କା ଥାନାରେ ଏତଲା ଦିଆଯାଇଛି ।

   Related Posts