Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଜେଟ୍ ଅଧିବେଶନ: ଜାନୁଆରୀ ୩୧ରେ ରାଷ୍ଟ୍ରପତିଙ୍କ ଅଭିଭାଷଣ, ଫେବୃଆରୀ ୧ରେ ଉପସ୍ଥାପନ ହେବ ବଜେଟ୍
  • ||
  • IPL 2022: ନିଜ ଟିମ୍‌ର ନାମ ଘୋଷଣା କଲା ଲକ୍ଷ୍ନୌ ଫ୍ରାଞ୍ଚାଇଜି, ରଖିଲା ଲକ୍ଷ୍ନୌ ସୁପର ଜିଆଣ୍ଟ୍ସ
  • ||
  • ରାଜ୍ୟରେ ସୁସ୍ଥହେଲେ ଆଉ ୧୦,୩୦୯ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୩୧୧୫ଜଣ ଡିସଚାର୍ଜ
  • ||
  • ରବିଚନ୍ଦ୍ରନ ଅଶ୍ବିନ ନିରାଶ, ଏହି ଖେଳାଳି ହେଲେ ‘ଟେଷ୍ଟ କ୍ରିକେଟର୍ ଅଫ୍‌ ଦି ଇୟର’
  • ||
  • ରାଜ୍ୟରେ ଆଉ ୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୨୫କୁ ବୃଦ୍ଧି
  • ||
  • ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୨୯୧ କୋଭିଡ୍ ପଜିଟିଭ୍, ୧୨୧୧୯୫୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଖଲ୍ଲିକୋଟ : ଅଟୋକୁ ପଛ ପଟୁ ଧକ୍କା ଦେଲା ଟ୍ରକ, ଜଣେ ମୃତ
  • ||
  • ଭୁବନେଶ୍ୱର : ୨୬ ଯାଏଁ ରାଜ୍ୟର କିଛି ସ୍ଥାନରେ କୋହଲା ପାଗ ସହ ବର୍ଷା, ସତର୍କ କଲା ପାଣିପାଗ ବିଭାଗ
  • ||
  • ଲମତାପୁଟ : ପାଡୁଆ ପୋଲିସକୁ ସଫଳତା, ୨୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ
  • ||

ଜାମ୍ମୁକାଶ୍ମୀରରେ ଅଷ୍ଟମ ପର୍ଯ୍ୟାୟ ମତଦାନ ଶେଷ

8/12/2018 at 4:19 PM

ଜମ୍ମୁକାଶ୍ମୀର ୦୮|୧୨: ଜାମ୍ମୁ-କାଶ୍ମୀରରେଅଷ୍ଟମ ପର୍ଯ୍ୟାୟ ମତଦାନ ଶେଷ । ପୂର୍ବରୁ ୭ଟି ପର୍ଯ୍ୟାୟ ସରିଥିବା ବେଳେ ଆଜି  ସକାଳ ୮ଟାରୁ ମତଦାନ ଆରମ୍ଭ ହୋଇ ଅପରାହ୍ନ ୨ଟାରେ ସରିଛି।ଏହି ପର୍ଯ୍ୟାୟରେ ଜାମ୍ମୁର ୫୫୦ଟି  ଓ କାଶ୍ମୀରର୨୦୮୩ଟି କେନ୍ଦ୍ରରେ ମତଦାନ ହୋଇଛି । କିଛି ମତଦାନ କେନ୍ଦ୍ରକୁ  ସମ୍ବୋଦନଶୀଳ ଥିବାରୁ ସେଗୁଡ଼ିକରେ କଡ଼ା ସୁରକ୍ଷା ମଧ୍ୟରେ ମତଦାନ ହୋଇଛି । ଆଜି ମୋଟ  ୬ ହଜାର ୩୦୪ ଜଣଙ୍କ ଭାଗ୍ୟ ନିର୍ଦ୍ଧାରଣ କରିଛନ୍ତି ଭୋଟର। ନିର୍ବାଚନ ମଇଦାନରେ ଏଥର ୩୩୧ ଜଣ ସରପଞ୍ଚ ଓ ୨୦୦୭ ଜଣ ପଞ୍ଚ ସିଟ୍ ପାଇଁ ପ୍ରତିଦ୍ବନ୍ଦୀ ଅଛନ୍ତି। ସେମାନଙ୍କ ମଧ୍ୟରୁ ୪୩ ଜଣ ସରପଞ୍ଚ ଓ ୬୮୧ ଜଣ ପଞ୍ଚ ସିଟ୍  ପ୍ରାଥୀ ନିର୍ଦ୍ବନ୍ଦରେ ନିର୍ବାଚିତ ହୋଇଛନ୍ତି । ତେବେ ଏହି ପର୍ଯ୍ୟାୟରେ ମତଦାନ ହାର ସବୁଠାରୁ ଅଧିକ ରହିଛି । ସେପଟେ ଅନ୍ତିମ ତଥା ଶେଷ ପର୍ଯ୍ୟାୟମତଦାନ   ଆସନ୍ତା ୧୧ ତାରିଖରେ ଅନୁଷ୍ଠିତ ହେବ ।

   Related Posts