Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟିକା ବଣ୍ଟନ ପାଇଁ ୨୧ ଜଣିଆ ପରିଚାଳନା କମିଟି ଗଠନ, ସ୍ଵାସ୍ଥ୍ୟ ବିଭାଗର ନିର୍ଦ୍ଦେଶକ ହେଲେ ଅଧ୍ୟକ୍ଷ
  • ||
  • ୯୦ ପ୍ରତିଶତ ନଷ୍ଟ ହୋଇ ସାରିଥିଲା କରୋନା ସଂକ୍ରମିତ ବ୍ୟକ୍ତିଙ୍କ ଫୁସ୍‌ଫୁସ୍, ଇକମୋ ପଦ୍ଧତିରେ ସୁସ୍ଥ କଲେ ସମ୍ ଡାକ୍ତର
  • ||
  • ଦ୍ଵିତୀୟ ଲହର ସଂକ୍ରମଣର ଆଶଙ୍କା ନାହିଁ, ସୁସ୍ଥ ହୋଇ ଘରକୁ ଫେରିଲେ ୬୦୫ ଆକ୍ରାନ୍ତ
  • ||
  • ଡିସେମ୍ବର ୮ରେ କୃଷକଙ୍କ ଭାରତ ବନ୍ଦ ଡାକରା, ରାଜ୍ୟ କଂଗ୍ରେସର ସମର୍ଥନ ଘୋଷଣା
  • ||
  • ପଞ୍ଚମ ପର୍ଯ୍ୟାୟ କୃଷକ-ସରକାରଙ୍କ ଆଲୋଚନା ବିଫଳ, ଡିସେମ୍ବର ୯’ରେ ପୁଣି ବୈଠକ
  • ||
  • ସାଲେପୁର : ଷଣ୍ଢକୁ ଧକ୍କା ଦେବା ପରେ ହୁତୁ ହୁତୁ ହୋଇ ଜଳିଲା କାର୍, ଅଳ୍ପକେ ବର୍ତ୍ତିଲେ ୪ ଜଣ
  • ||
  • ଭୁବନେଶ୍ବର : ‘ପରୀ’ ହତ୍ୟାକାରୀକୁ ଧରାଇଦେଲେ ମିଳିବ ଲକ୍ଷେ ଟଙ୍କା
  • ||
  • ନୟାଗଡ : ଘର ବାଡିପଟୁ ମିଳିଲା ବୃଦ୍ଧଙ୍କ ମୃତଦେହ, ମୁଣ୍ଡ ଏବଂ ମୁହଁରେ ରହିଛି କ୍ଷତଚିହ୍ନ, ହତ୍ୟା ସନ୍ଦେହ
  • ||
  • ଯାଜପୁର : ଭୟାବହ ଅଗ୍ନିକାଣ୍ଡ, ୧୨ ବଖରା ଘର ସହ ଜଳିଗଲା ଲକ୍ଷାଧିକ ଟଙ୍କାର ସୁନା ଗହଣା
  • ||
  • ଢେଙ୍କାନାଳ : ବାଇକ୍‌କୁ ଧକ୍କା ଦେଲା କାର୍, ଆରୋହୀ ପିଟିହେଲେ ଟ୍ରକ୍‌ରେ, ଚାଲିଗଲା ଜୀବନ
  • ||

ପୋଲିଂ ବୁଥ୍‌ରେ କାର୍ଯ୍ୟରତ କର୍ମଚାରୀଙ୍କ ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ

23/04/2019 at 3:15 PM

କାମାକ୍ଷାନଗର ୨୩|୪: ଢେଙ୍କାନାଳ ଜିଲ୍ଲା ପର୍ଜଙ୍ଗ ନିର୍ବାଚନ ମଣ୍ଡଳିରେ ପୋଲିଂ ଅଫିସରଙ୍କ ମୃତ୍ୟୁ ହୋଇଛି । ଚିକିତ୍ସାଧିନ ଅବସ୍ଥାରେ ପୋଲିଂ ଅଫିସର ନବକିଶୋର ନାୟକଙ୍କ ମୃତ୍ୟୁ ହୋଇଛି।

ସୂଚନା ଅନୁସାରେ ଢେଙ୍କାନାଳ ଜିଲ୍ଲା ପର୍ଜଙ୍ଗ ନିର୍ବାଚନ ମଣ୍ଡଳି କଣ୍ଟାପାଳ ୪୧ନଂ ବୁଥରେ ପୋଲିଂ ଚାଲିଥିବା ବେଳେ କର୍ମଚାରୀ ଜଣଙ୍କ ହଠାତ୍ ଅସୁସ୍ଥ ଅନୁଭବ କରିଥିଲେ । ତାଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ କାମାକ୍ଷାନଗର ମେଡିକାଲରେ ଭର୍ତ୍ତି କରାଯାଇଥିଲା । ମେଡିକାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ମୃତ କର୍ମଚାରୀଙ୍କ ଘର ଢେଙ୍କାନାଳ ହିନ୍ଦୋଳ ଅଞ୍ଚଳରେ । ଉଚ୍ଚ ରକ୍ତଚାପ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିବା କୁହାଯାଉଛି । ତାଙ୍କ ପରିବାରଲୋକଙ୍କୁ ମୃତ୍ୟୁ ନେଇ ଖବର ଦିଆଯାଇଛି । ପରିବାରଲୋକ ଆସିଲେ ଶବ ବ୍ୟବଚ୍ଛେଦ ହେବ ।

   Related Posts