Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନିର୍ବାଚନ ପ୍ରଚାର ବେଳେ ଉତ୍ତେଜନା : କୋଭିଡ୍ କଟକଣା ଭାଙ୍ଗି କରୁଥିଲେ ସଭା, ୨ ଗୋଷ୍ଠୀ ମୁହାଁମୁହିଁ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୩୨କୁ ବୃଦ୍ଧି
  • ||
  • ରାଜ୍ୟରେ ଖସିଲା ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୮୯୧ କୋଭିଡ୍ ପଜିଟିଭ୍, ୧୨୧୭୮୪୨ରେ ପହଞ୍ଚିଲା ସଂଖ୍ୟା
  • ||
  • ମଙ୍ଗଳବାରଠୁ ଓଡିଶା ଓପନ୍ ବ୍ୟାଡମିଣ୍ଟନ୍, ଭାଗନେବେ ୧୭ ଦେଶର ୩୫୦ ପ୍ରତିଯୋଗୀ
  • ||
  • ସମାଧାନ ପାଇଁ ଯାଇଥିଲେ ମହିଳା ଏସଆଇ, ୨ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ
  • ||
  • ଇନ୍ଦୋରରେ ଓମିକ୍ରନ୍ ଭାରିଆଣ୍ଟର ନୂଆ ଷ୍ଟ୍ରେନ୍, ୬ ଶିଶୁଙ୍କ ସମେତ ୧୨ ରୋଗୀ ସଂକ୍ରମିତ
  • ||
  • କରଞ୍ଜିଆ ରେଞ୍ଜରେ ଗୋଠଛଡା ଦନ୍ତା ଆତଙ୍କ : ଭାଙ୍ଗିଲା ଘର, ନଷ୍ଟ କଲା ଫସଲ
  • ||
  • ମଙ୍ଗଳବାର ପ୍ରକାଶ ପାଇବ ଚୂଡାନ୍ତ ପ୍ରାର୍ଥୀ ତାଲିକା, ମିଳିବ ନିର୍ବାଚନୀ ଚିହ୍ନ
  • ||

ପୁଣି ବଦଳିଲା ନିୟମ -ଡିସେମ୍ବର ୩୧ ଯାଏଁ ଉଭୟ ଅନ୍‌ଲାଇନ୍‌ ଓ ଅଫ୍‌ଲାଇନରେ ହେବ ପଲ୍ୟୁସନ୍‌ ଟେଷ୍ଟ

26/09/2019 at 7:56 PM

ଭୁବନେଶ୍ୱର – ରାଜ୍ୟ ସରକାର ପୁଣି ପଲ୍ୟୁସନ୍‌ ଟେଷ୍ଟିଂ ନିୟମରେ ଏକ ପରିବର୍ତ୍ତନ କରିଛନ୍ତି। ଡିସେମ୍ବର ୩୧ ତାରିଖ ୨୦୧୯ ପର୍ଯ୍ୟନ୍ତ ଉଭୟ ଅନ୍‌ଲାଇନ୍‌ ଓ ଅଫ୍‌ଲାଇନ୍‌ରେ ପଲ୍ୟୁସନ୍ ଟେଷ୍ଟ ହେବ । ଏହାର ଭ୍ୟାଲିଡିଟି ଶେଷ ହେବା ପର୍ଯ୍ୟନ୍ତ ବୈଧ ହେବ ବୋଲି ସୂଚନା ଦିଆଯାଇଛି । ବିଭିନ୍ନ ପଲ୍ୟୁସନ ଟେଷ୍ଟିଂ କେନ୍ଦ୍ରମାନଙ୍କରେ ପ୍ରବଳ ଭିଡକୁ ଦେଖି ଏପରି ନିଷ୍ପତ୍ତି ନିଆଯାଇଛି।

ରାଜ୍ୟ ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇବା ସହ ଏହାର ଟ୍ୱିଟର ଆକାଉଣ୍ଟରେ ଏହି ସୂଚନା ଦିଆଯାଇଛି ।

   Related Posts