Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ଆହତ ଅବସ୍ଥାରେ ଝିଙ୍କ ଉଦ୍ଧାର, ଓୟୁଏଟିରେ ଚାଲିଛି ଚିକିତ୍ସା

8/03/2021 at 11:07 AM

ବାଲିପାଟଣା ୮।୩: ବାଲିପାଟଣା ବନ ବିଭାଗ ଦ୍ବାରା ଗୁରୁତର ଅବସ୍ଥାରେ ଝିଙ୍କ ଉଦ୍ଧାର ହୋଇଛି । ବାଲିପାଟଣା ଭଅଁରାଗଡ ସଂରକ୍ଷିତ ଜଙ୍ଗଲ ନିକଟ ରାସ୍ତାରେ ଝିଙ୍କଟି ଆହତ ହୋଇ ପଡିଥିବା ତ୍ରିଲୋଚନ ପାତ୍ର ଦେଖିଥିଲେ । ପରେ ବାଲିପାଟଣା ବନ ବିଭାଗକୁ ଗ୍ରାମବାସୀ ଖବର ଦେଇଥିଲେ ।

ଖବରପାଇ ବାଲିପାଟଣା ବନ ବିଭାଗର ଏକ ଟିମ୍ ଘଟଣାସ୍ଥଳରେ ପହଁଞ୍ଚି ଆହତ ଝିଙ୍କକୁ ଉଦ୍ଧାର କରିବା ସହ ବନମାଳୀପର ପ୍ରାଣୀ ଚିକିତ୍ସାଳୟକୁ ନେଇଥିଲେ । ଝିଙ୍କର ମେରୁଦଣ୍ଡରେ ଗଭୀର ଆଘାତ ଲାଗିଥିବା ଡାକ୍ତର ସୂଚନା ଦେଇଛନ୍ତି । ଝିଙ୍କର ଅଧିକ ଚିକିତ୍ସା ପାଇଁ ଭୁବନେଶ୍ଵର ଓୟୁଏଟିକୁ ନିଆଯାଇଛି । ରାତି ସମୟରେ ଝିଙ୍କକୁ ଅଜଣା ଗାଡ଼ି ଧକ୍କା ଦେଇଥିବା ଅନୁମାନ କରାଯାଉଛି ।

   Related Posts