Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭଦ୍ରକରେ ଗୁଳିମାଡ଼ କରି ସୁନା ଓ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ବରରୁ ଦିନକରେ ୨୦୩ କରୋନା ଆକ୍ରାନ୍ତ ଚିହ୍ନଟ, ୧୩୪ ସୁସ୍ଥ
  • ||
  • ପୂର୍ବତନ ବିଧାୟକ ଅରୁଣ ଦେ’ ଙ୍କ ପରଲୋକ, କରୋନାରେ ଆକ୍ରାନ୍ତ ପରେ ଚାଲିଥିଲା ଚିକିତ୍ସା
  • ||
  • ସାଗର ହତ୍ୟାକାଣ୍ଡରେ ଦିଲ୍ଲୀ କ୍ରାଇମ ବ୍ରାଞ୍ଚର ୧୭୦ ପୃଷ୍ଠାର ଚାର୍ଜସିଟ୍ ଦାଖଲ, ସୁଶୀଲ କୁମାର ମୁଖ୍ୟ ଅଭିଯୁକ୍ତ
  • ||
  • ଅନୁଗୋଳ : କାଲି ଜଣଙ୍କର, ଆଜି ଆଉ ଜଣଙ୍କର ମିଳିଲା ମୃତଦେହ : ଏବେବି ଜଣେ ନିଖୋଜ
  • ||
  • ଭୁବନେଶ୍ବର : ଓଡିଶାରେ କମ୍ ରହିଛି ଆର୍ ଭାଲ୍ୟୁ, ୧ ଉପରେ ରହିଲେ ବଢିବ ସଂକ୍ରମଣ : ଡିଏମଇଟି
  • ||
  • ସୋର : ଭୋଜି କରିବାକୁ ଯାଇ ଫେରିଲେନି ଯୁବକ, ମେଡିକାଲରେ ମୃତ୍ୟୁ : ହତ୍ୟା ଅଭିଯୋଗ ଆଣିଲେ ପରିବାର
  • ||
  • ଯାଜପୁର : ଆସନ୍ତା ୪ରୁ ଖୋଲିବ ଅଧିଷ୍ଠାତ୍ରୀ ଦେବୀ ମା’ ବିରଜାଙ୍କ ମନ୍ଦିର, ଅନୁମତି ଦେଲେ ଜିଲ୍ଲାପାଳ
  • ||
  • ଖଲ୍ଲିକୋଟ : ଖୋଲିଲା ତମ୍ପରା ହ୍ରଦ, ବୋଟିଂର ମଜା ନେଉଛନ୍ତି ପର୍ଯ୍ୟଟକ
  • ||
  • ଚାନ୍ଦବାଲି : ବିଦ୍ୟାଳୟ ବରଣ୍ଡାରେ ପଡିଛି ଅଚିହ୍ନା ବୃଦ୍ଧଙ୍କ ମୃତଦେହ, ତଦନ୍ତ ଆରମ୍ଭ କଲା ପୋଲିସ
  • ||

ବାଲିଗୁଡାରେ ମାଓ ବିରୋଧି ପୋଷ୍ଟର

25/11/2018 at 11:49 AM

କନ୍ଧମାଳ ୨୫/୧୧:  କନ୍ଧମାଳ ଜିଲ୍ଲାର ବାଲିଗୁଡାରେ ମାଓ ବିରୋଧି ପୋଷ୍ଟର ବାଲିଗୁଡା ଥାନା ଅନ୍ତର୍ଗତ ରାଇପଙ୍ଗା ଗାଁର ରାସ୍ତା କଡରେ ମାଓବାଦୀଙ୍କ ସହିଦ ସପ୍ତାହ ପାଳନକୁ ବିରୋଧ କରି ପୋଷ୍ଟର ଲାଗିଛି । ମାଓବାଦୀଙ୍କ ଦମନଲୀଳା ଆଦିବାସୀଙ୍କୁ  ନିର୍ଯ୍ଯାତନାକୁ ବିରୋଧ କରି ପୋଷ୍ଟରରେ ଉଲ୍ଲେଖ ରହିଛି । ମାଓବାଦୀଙ୍କୁ ସହଯୋଗ ନକରିବାକୁ ପୋଷ୍ଟରରେ ନିବେଦନ କରାଯାଇଛି । ନକ୍ସଲ ମୁକ୍ତ ବିକାଶିତ ଓଡିଶା ଏହି ପୋଷ୍ଟର ଲଗାଇଥିବା ଜଣାପଡିଛି ।

   Related Posts