Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେରଳରେ ଭୀଷଣ ବର୍ଷା: ୫ ଜିଲ୍ଲାରେ ବନ୍ୟା ପରିସ୍ଥିତି, ଭୂସ୍ଖଳନରେ ଜଣେ ମୃତ, ୧୨ ନିଖୋଜ
  • ||
  • ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ଡେଙ୍ଗୁ, ସ୍ବାସ୍ଥ୍ୟବସ୍ଥାରେ ଆସୁଛି ସୁଧାର
  • ||
  • କାମେଶ୍ୱର ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୫୮ କୋଭିଡ୍ ପଜିଟିଭ୍
  • ||
  • ନବୀନ @ ୭୬, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
  • ||
  • ୭୬ ବର୍ଷରେ ପାଦ ଦେଲେ ନବୀନ, କରୋନା ମହାମାରୀ ପାଇଁ ପାଳିବେନି ଜନ୍ମଦିନ
  • ||
  • ଶାରଦୀୟ ଦୁର୍ଗାପୂଜା ଶେଷ, ଶନିବାର ଧରାପୃଷ୍ଠରୁ ବିଦାୟ ନେବେ ମା
  • ||
  • ହାଟରୁ ଫେରୁଥିବା ବେଳେ ବୃଦ୍ଧାଙ୍କୁ ଗଣଦୁଷ୍କର୍ମ, ଘରେ ଛାଡିଦେବେ କହି ଇଜ୍ଜତ ଲୁଟିଲେ ୮ ସଇତାନ
  • ||
  • କଟକ : କଟକରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ରାକେଶ ଆହତ
  • ||

ପଟ୍ଟାଙ୍ଗୀ ବିଧାୟକ ପୀତମ ପାଢୀଙ୍କୁ କରୋନା

25/08/2020 at 5:38 PM

ଭୁବନେଶ୍ବର ୨୫।୮: ପଟ୍ଟାଙ୍ଗୀ ବିଧାୟକ ପୀତମ ପାଢୀଙ୍କୁ କରୋନା । ଏ ନେଇ ସେ ତାଙ୍କ ସୋସିଆଲ ମିଡିଆ ପେଜ୍ ରେ ସୂଚନା ଦେଇଛନ୍ତି । ସଂକ୍ରମିତ ହେବା ପରେ ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତଙ୍କୁ ସ୍ବାବ୍ ଟେଷ୍ଟ ପାଇଁ ପରାମର୍ଶ ଦେଇଛନ୍ତି ବିଧାୟକ ପୀତମ ପାଢୀ । ଆଣ୍ଟିଜେନ୍ ଟେଷ୍ଟ ପରେ ତାଙ୍କ ରିପୋର୍ଟ ପଜିଟିଭ୍ ଆସିଥିଲା । ସେ ଏବେ ହୋମ୍ ଆଇସୋଲେସନରେ ରହିଛନ୍ତି ।

ଏହା ପୂର୍ବରୁ ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା, ଭଦ୍ରକ ବିଧାୟକ ସଞ୍ଜୀବ ମଲ୍ଲିକ, ନୀଳଗିରି ବିଧାୟକ ସୁକାନ୍ତ ନାୟକ, ସାଲେପୁର ବିଧାୟକ ପ୍ରଶାନ୍ତ ବେହେରା, ରେମୁଣା ବିଧାୟକ ସୁଧାଂଶୁ ପରିଡ଼ା, ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ, ଖଣ୍ଡପଡା ବିଧାୟକ ସୌମ୍ୟ ରଂଜନ ପଟ୍ଟନାୟକ ସଂକ୍ରମିତ ହୋଇଥିଲେ । ସେହିପରି ବରଗଡ ସାଂସଦ ସୁରେଶ ପୂଜାରୀ, ଭଦ୍ରକ ସାଂସଦ ମଞ୍ଜୁଲତା ମଣ୍ଡଳ କରୋନା ସଂକ୍ରମିତ ହୋଇଥିଲେ । ମନ୍ତ୍ରୀ ସୁଶାନ୍ତ ସିଂ ମଧ୍ୟ କରୋନା ସଂକ୍ରମିତ ହୋଇଥିଲେ ।

   Related Posts