Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟି-୨୦ ବିଶ୍ବକପର ଧମାକାଦାର ଆରମ୍ଭ : PNGକୁ ୧୦ ଓ୍ବିକେଟରେ ହରାଇଲା ଓମାନ, କମାଲକଲେ ଭାରତୀୟ ବଂଶୋଦ୍ଭବ ଜତୀନ୍ଦର ସିଂହ
  • ||
  • ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ସହଯୋଗୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ, ଜବତ ହେଲା ୨୦ ଲକ୍ଷ
  • ||
  • ଜାମ୍ମୁ କାଶ୍ମୀରରେ ଆତଙ୍କବାଦୀଙ୍କ ଉତପାତ୍‌ ଜାରି, ୨ ଅଣ-କାଶ୍ମୀରୀଙ୍କୁ ନିର୍ମମ ହତ୍ୟା
  • ||
  • ବିସିସିଆଇ ନୂତନ କୋଚ୍ ଏବଂ ସପୋର୍ଟିଂ ଷ୍ଟାଫ ପାଇଁ ମଗାଇଲା ଆବେଦନ, ଏମିତି ରହିଛି ସର୍ତ୍ତ
  • ||
  • ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ହେବ ବଜ୍ରପାତ, ୧୭ ଜିଲ୍ଲାକୁ ସତର୍କ ସୂଚନା
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||

ମାଛକୁଣ୍ଡ ବିଦ୍ୟୁତ ପ୍ରକଳ୍ପରୁ ବିଦ୍ୟୁତ ଉତ୍ପାଦନ ବନ୍ଦ, ଯାନ୍ତ୍ରିକ ତ୍ରୁଟି ଯୋଗୁଁ ଉତ୍ପାଦନରେ ବାଧା

24/06/2021 at 4:14 PM

ଲମତାପୁଟ ୨୪।୬: ଯାନ୍ତ୍ରିକ ତ୍ରୁଟି ଯୋଗୁଁ ମାଛକୁଣ୍ଡ ବିଦ୍ୟୁତ ପ୍ରକଳ୍ପରୁ ବିଦ୍ୟୁତ ଉତ୍ପାଦନ ବନ୍ଦ । ବିଦ୍ୟୁତ ପ୍ରକଳ୍ପର ୧ ନମ୍ବର ଟରବାଇନ୍ ଟ୍ରାନ୍ସଫରମରରେ ନିଆଁ ଲାଗିଯାଇଥିଲା । ଫଳରେ ବାରୁ ବୁସ୍ ଟି ଫାଟି ଯିବାରୁ ବିଦ୍ୟୁତ ଉତ୍ପାଦନରେ ବାଧା ସୃଷ୍ଟି କରିଥିଲା । 

ଏହାକୁ ଦୃଷ୍ଟିରେ ରଖି ବିଭାଗୀୟ ଅଧିକାରୀ ପ୍ରକଳ୍ପର ଅନ୍ୟ ଟରବାଇନଗୁଡିକୁ ମଧ୍ୟ ବନ୍ଦ କରି ଦେଇଛନ୍ତି । ଫଳରେ ପ୍ରତି ଘଣ୍ଟାକୁ ୮୦ ମେଗାଓ୍ବାଟ୍ ବିଦ୍ୟୁତ ଉତ୍ପାଦନ ବନ୍ଦ ରହିଛି ।  ବିଦ୍ୟୁତ ଉତ୍ପାଦନ ବନ୍ଦ ଯୋଗୁଁ ପ୍ରତି ଘଣ୍ଟାକୁ ଆନୁମାନିକ ୧ ଲକ୍ଷ ଟଙ୍କାର ରାଜସ୍ବ କ୍ଷତି ଘଟୁଛି ।  ଏ ସମ୍ପର୍କରେ ବିଭାଗୀୟ ଅଧିକାରୀ କୌଣସି ପ୍ରତିକ୍ରିୟା ଦେଇନାହାନ୍ତି ।

   Related Posts