Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପିରେ ବଡ ଧରଣର ଦୁର୍ଘଟଣା, ଖେରୀ ଘାଘରା ନଦୀରେ ଓଲଟିଲା ଡଙ୍ଗା, ୧୦୦ ଭାସିଗଲେ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୯ କୋଭିଡ୍ ପଜିଟିଭ୍
  • ||
  • ଓ୍ୱାର୍ମ ଅପ୍ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ, କଙ୍ଗାରୁ ବାହିନୀକୁ ମାତ୍ ଦେବାକୁ ତୟାର ବିରାଟ ଏଣ୍ଡ କୋ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୭ ମୃତ
  • ||
  • ଆଜି କୁମାର ପୂର୍ଣ୍ଣିମା : ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ
  • ||
  • ପୁରୀ : ଦାଦାବଟିକୁ କେନ୍ଦ୍ରକରି ମହିଳାଙ୍କୁ ଗୁଳିମାଡ଼, ପୂର୍ବରୁ ମିଳିଥିଲା ଧମକ
  • ||
  • ଜଗତସିଂହପୁର : କେନାଲର ଭାସୁଛି ଏକ ଗଳିତ ମୃତଦେହ, ୩ ଅଭିଯୁକ୍ତ ଅଟକ
  • ||

ବସ୍ ଭିତରେ ଜୀବନ ହାରିଲେ ପ୍ରବାସୀ ! ପୋଲିସର ଛାନଭିନ୍

20/05/2021 at 10:33 AM

ଭଦ୍ରକ, ୨୦।୦୫ :  ବସ୍ ଭିତରେ ଜୀବନ ହାରିଲେ ପ୍ରବାସୀ । ଭୟରେ ଓହ୍ଲାଇ ଚାଲିଗଲେ ଅନ୍ୟ ପ୍ରବାସୀ । ଏପରି ଏକ ଘଟଣା ଘଟିଛି ଭଦ୍ରକ ବନ୍ତ ଛକ ନିକଟରେ ।

ସୂଚନା ଅନୁସାରେ,  ଏକ ବସ୍ କୋଏମ୍ବାଟୁରରୁ ପ୍ରବାସୀଙ୍କୁ ନେଇ ପଶ୍ଚିମବଙ୍ଗ ଯାଉଥିଲା  । ଏଥିରେ ଥିବା ଜଣେ ପ୍ରବାସୀ ବସ୍ ଭିତରେ ହିଁ ପ୍ରାଣ ହରାଇଥିବା କୁହାଯାଉଛି। ତାଙ୍କ ମୃତ୍ୟୁ ପରେ ବସରୁ ଓହ୍ଲାଇ ଅନ୍ୟ ପ୍ରବାସୀମାନେ ପଳାଇଛନ୍ତି ।  ବସଟି ବନ୍ତ ଛକ ନିକଟରେ ହିଁ ଅଟକି ରହିଛି । ଘଟଣାସ୍ଥଳରେ ଟାଉନ ଥାନା ପୋଲିସ ପହଁଚି ଛାନଭିନ୍ ଆରମ୍ଭ କରିଛି  ।

   Related Posts