Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିରାଟ ବାହିନୀର ସ୍ଵପ୍ନ ଧୂଳିସାତ: ଟେଷ୍ଟ କ୍ରିକେଟ୍‌କୁ ମିଳିଲା ନୂଆ ବାଦଶାହା, ଭାରତକୁ ୮ ଓ୍ଵିକେଟ୍‌ରେ ହରାଇ ବିଶ୍ଵ ଟେଷ୍ଟ ଚମ୍ପିଆନସିପ୍‌ ଜିତିଲା ନ୍ୟୁଜିଲାଣ୍ଡ
  • ||
  • ଭୁବନେଶ୍ୱରରେ ଆଜି ୩୭୫ ପଜିଟିଭ୍‌ ଚିହ୍ନଟ
  • ||
  • ବନ୍ଦିତା ପରିଡ଼ା ହେଲେ ମହିଳା କଂଗ୍ରେସ ସଭାନେତ୍ରୀ
  • ||
  • ୟୁକେ ହାଇକୋର୍ଟରୁ ନିରବ ମୋଦୀଙ୍କୁ ଝଟକା, ପ୍ରତ୍ୟର୍ପଣ ବିରୋଧରେ ଦାଖଲ ଆବେଦନ ଖାରଜ, ଏବେ ଭାରତ ଆସିବାକୁ ପଡିବ !
  • ||
  • ଭୁବନେଶ୍ବର : ଗୋରୁ ଚୋରା ଚାଲାଣ ବେଳେ ଜବତ ହେଲା ପିକଅପ୍ ଭ୍ୟାନ୍, ୫ ଗୋରୁ ଉଦ୍ଧାର, ଦଲାଲ ଫେରାର
  • ||
  • ଭୁବନେଶ୍ବର : ରାଜଧାନୀରେ ମାତିଲେ ଲୁଟେରା : ତାଲା ଭାଙ୍ଗି ଦୋକାନରେ ବୁଲାଇଲେ କଳାକନା, ସିସିଟିଭିରେ କଏଦ ହେଲା ଦୃଶ୍ୟ
  • ||
  • ଭୁବନେଶ୍ବର : ଅନଲକ୍ ପ୍ରକ୍ରିୟା ଆରମ୍ଭ ପରେ ଲୋକେ ମାନୁନାହାନ୍ତି କୋଭିଡ୍ ନିୟମ, ସୃଷ୍ଟି ହୋଇପାରେ ବିପଦ – ଡିଏମଇଟି
  • ||
  • ଭୁବନେଶ୍ବର : ଚଳିତ ବର୍ଷ ୩୦% ହ୍ରାସ ହେବ ନବମ ଓ ଦଶମ ଶ୍ରେଣୀର ସିଲାବସ୍ – ଗଣଶିକ୍ଷା ମନ୍ତ୍ରୀ
  • ||
  • କାମାକ୍ଷାନଗର : ଜଙ୍ଗଲକୁ ଯାଇଥିବା ବେଳେ ପଡିଗଲେ ଭାଲୁ ହାବୁଡରେ, ଆକ୍ରମଣରେ ୨ ଗୁରୁତର
  • ||
  • ଦେଶରେ ତଳମୁହାଁ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୦ ହଜାରରୁ ଅଧିକ ପଜିଟିଭ୍,୧୩୫୮ ମୃତ
  • ||

ଇସ୍ତଫା ଦେଲେ ପ୍ରଦୀପ ମହାରଥୀ

6/01/2019 at 2:59 PM

ପିପିଲି ୬/୧:  ମନ୍ତ୍ରୀପଦରୁ ଇସ୍ତଫା ଦେଇଛନ୍ତି କୃଷି ଓ ପଞ୍ଚାୟତରାଜ ମନ୍ତ୍ରୀ ପ୍ରଦୀପ ମହାରଥୀ। ୨୦୧୨ରେ ବି ସମାନ ଘଟଣା ପାଇଁ ଇସ୍ତଫା ଦେଇଥିଲେ। ପିପିଲି ଗଣଦୁଷ୍କର୍ମ ଓ ହତ୍ୟା ମାମଲାରେ ବିବାଦୀୟ ହୋଇଥିଲେ। ବିବାଦୀୟ ମନ୍ତବ୍ୟ ପାଇଁ ମଧ୍ୟ ଚାପରେ ଥିଲେ। କୋର୍ଟ ୨ଅଭିଯୁକ୍ତଙ୍କୁ ନିର୍ଦ୍ଦୋଷରେ ଖଲାସ କରିଥିଲେ। କୋର୍ଟର ରାୟକୁ ନେଇ ମହାରଥୀ ମନ୍ତବ୍ୟ ଦେଇଥିଲେ।

ମନ୍ତ୍ରୀପଦରୁ ଇସ୍ତଫା ଦେବାପାଇଁ ବିରୋଧୀମାନେ କ୍ରମାଗତ ଭାବେ ଚାପ ପକାଇ ଆସୁଥିଲେ। ତାଙ୍କ ଇସ୍ତଫା ଦାବିରେ ବିଜେପି କର୍ମୀ ଏବଂ କଂଗ୍ରେସ୍ ନବୀନ ନିବାସ ଘେରାଉ କରିଥିଲେ।       

   Related Posts