Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବରିଷ୍ଠ ସାମ୍ୱାଦିକ ବିନୋଦ ଦୁଆଙ୍କ ପରଲୋକ, କରୋନାରେ ହୋଇଥିଲେ ଆକ୍ରାନ୍ତ
  • ||
  • ଚାଲିପାରିଲାନି ବିଧାନସଭା, ସୋମାବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କଲେ ବାଚସ୍ପତି
  • ||
  • ଭୁବନେଶ୍ବର : ଚଉଷଠୀ ଯୋଗିନୀ ମା’ ନାରାୟଣୀଙ୍କ ମନ୍ଦିରରୁ ଚୋରି, ମା’ଙ୍କ ମୂର୍ତ୍ତିରୁ ସୁନା ଅଳଙ୍କାର ତାଡି ନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୬୯୭୦ଜଣ ଭିକାରୀ, ୪୧୨୮ ପୁରୁଷ ଓ ୨୮୪୨ ମହିଳା
  • ||
  • ଭୁବନେଶ୍ବର : ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ୍ ଚିହ୍ନଟ ହୋଇନାହିଁ : DMET
  • ||
  • ଭୁବନେଶ୍ବର : ଗୃହରେ ବିରୋଧୀଙ୍କ ପ୍ରତିବାଦ ପ୍ରସଙ୍ଗ, ବିଧାୟିକା ସ୍ନେହାଙ୍ଗୀନି ଛୁରିଆ କହିଲେ- ‘ଏହା ଗଣତନ୍ତ୍ର ପ୍ରତି ସୁସ୍ଥ ବାତାବରଣ ନୁହଁ’
  • ||
  • ଭୁବନେଶ୍ବର : ଦୁର୍ବଳ ହେବାରେ ଲାଗିଛି ବାତ୍ୟା : ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତା ଝଡ ଧୀରେ ଧୀରେ ମହାବାତ୍ୟା ଆଡକୁ ମୁହାଁଇବ : ବିଷ୍ଣୁ ସେଠୀ
  • ||
  • ପୁରୀ : ପୁରୀ ବେଳାଭୂମିରେ ଲାଗିଲା ରେଡ୍ ଫ୍ଲାଗ୍, ଜନସାଧାରଣଙ୍କୁ ଯିବା ଲାଗି ବାରଣ
  • ||
  • ପଦାର୍ଥ ବିଜ୍ଞାନୀ ପଦ୍ମଭୂଷଣ ତ୍ରିଲୋଚନ ପ୍ରଧାନଙ୍କ ପରଲୋକ
  • ||

ପ୍ରଦୀପଙ୍କ ଶକ୍ତି ପ୍ରଦର୍ଶନ, ଜନତାକୁ ଜଣାଇବେ କଂଗ୍ରେସ ଛାଡିବାର ପ୍ରକୃତ କାରଣ

24/10/2021 at 12:53 PM

ନବରଙ୍ଗପୁର ୨୪/୧୦: ନବରଙ୍ଗପୁରରେ ଆଜି ପ୍ରଦୀପ ମାଝୀଙ୍କ ଶକ୍ତି ପ୍ରଦର୍ଶନ । କଂଗ୍ରେସରୁ ଇସ୍ତଫା ଦେବାପରେ ପ୍ରଦୀପ ମାଝୀ ଗଣମାଧ୍ୟମରୁ ଦୂରେଇ ରହିଥିଲେ । ଆଜି ନବରଙ୍ଗପୁର ଡମ୍ବୁରୁ ମାଝୀ କଲ୍ୟାଣ ମଣ୍ଡପରେ ସାମ୍ବାଦିକ ସମ୍ମିଳନୀ ଡାକିଛନ୍ତି ପ୍ରଦୀପ ମାଝୀ ।

କଂଗ୍ରେସ ଛାଡ଼ିବାର କାରଣ ସଂପର୍କରେ ସ୍ପଷ୍ଟ କରିବା ସହ ଆଗାମୀ ରାଜନୈତିକ ରଣନୀତି ନେଇ ସୂଚନା ଦେଇପାରନ୍ତି । କାର୍ଯ୍ୟକ୍ରମରେ ଅନେକ କଂଗ୍ରେସ କର୍ମୀ ସାମୁହିକ ଇସ୍ତଫା ପ୍ରଦାନ କରିବାର କାର୍ଯ୍ୟକ୍ରମ ରହିଛି । ଏହି ଅବସରରେ ୧୨ଶହ ଲୋକଙ୍କ ପାଇଁ ଭୋଜି ଭାତର ଆୟୋଜନ କରାଯାଇଛି।

   Related Posts