Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାରତୀୟ ଶିକ୍ଷୟିତ୍ରୀଙ୍କ ପାକିସ୍ତାନ ପ୍ରେମ, ଷ୍ଟାଟସ୍ ଦେଲେ ‘ଆମେ ମ୍ୟାଚ୍ ଜିତିଗଲୁ’
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୩୩ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ ସୀମାପୁରୀରେ ଅଭାବନୀୟ ଘଟଣା : ଘରେ ଲାଗିଲା ନିଆଁ, ୪ ମୃତ
  • ||
  • ଏବର୍ଷ ରାଜ୍ୟରେ ହାଡଭଙ୍ଗା ଶୀତ, ଅଧିକ ଦିନ ଥରାଇବ
  • ||
  • ସିଆରପିଏଫ କ୍ୟାମ୍ପରେ ରାତି ବିତାଇଲେ ଶାହ, ଯବାନଙ୍କ ସହ କଲେ ରାତ୍ରି ଭୋଜନ
  • ||
  • ମମିତା ମେହେର ହତ୍ୟା ମାମଲା : ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ସେପଟେ ଡିଜିପି ଅଫିସ ଘେରାଉ କରିବ କଂଗ୍ରେସ
  • ||

ପିପିଲି ବିଧାୟକ ପ୍ରଦୀପ ମହାରଥୀ କରୋନା ପଜିଟିଭ

15/09/2020 at 9:42 AM

ଭୁବନେଶ୍ୱର ୧୫।୦୯: ରାଜ୍ୟରେ ଆଉ ଜଣେ ବିଧାୟକ କରୋନା ପଜିଟିଭ । ପିପିଲ ବିଧାୟକ ପ୍ରଦୀପ ମହାରଥୀ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏନେଇ ସେ ନିଜେ ସୋସିଆଲ୍‌ ମିଡିଆ ଜରିଆରେ ସୂଚନା ଦେଇଛନ୍ତି ।

ପିପିଲି ବିଧାୟକ ପ୍ରଦୀପ ମହାରଥୀ ନିଜେ ସୋସିଆଲ ମିଡିଆରେକରୋନା ସଂକ୍ରମିତ ହୋଇଥିବା ସୂଚନା ଦେଇଛନ୍ତି । ଏହାସହିତ ଗତକିଛି ଦିନ ତଳେ ବିଧାୟକଙ୍କ ସଂସ୍ପର୍ଶରେ ଆସିଥିବା ଲୋକମାନେ ନିଜ ନିଜର ଟେଷ୍ଟ କରିବାକୁ ଅନୁରୋଧ ମଧ୍ୟ କରିଛନ୍ତି ।

ଆଗକୁ ବିଧାନସଭା ଅଧିବେଶନ ଆସୁଛି । ଏହାପୂର୍ବରୁ ଅନେକ ମନ୍ତ୍ରୀ ଓ ବିଧାୟକ କରୋନା ସଂକ୍ରମିତ ହୋଇଛନ୍ତି । ଯେପରି ପୂର୍ବରୁ ସୁଶାନ୍ତ ସିଂହ, ପଦ୍ମୀନି ଦିଆନ,ଟୁକୁନି ସାହୁ, ସମୀର ରଞ୍ଜନ ଦାସ । ଆଉ ଏବେ ପିପିଲି ବିଧାୟକ ପ୍ରଦୀପ ମହାରଥୀ କରୋନା ସଂକ୍ରମିତ ହୋଇଛନ୍ତି ।  

   Related Posts