Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରବିଚନ୍ଦ୍ରନ ଅଶ୍ବିନ ନିରାଶ, ଏହି ଖେଳାଳି ହେଲେ ‘ଟେଷ୍ଟ କ୍ରିକେଟର୍ ଅଫ୍‌ ଦି ଇୟର’
  • ||
  • ରାଜ୍ୟରେ ଆଉ ୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୨୫କୁ ବୃଦ୍ଧି
  • ||
  • ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୨୯୧ କୋଭିଡ୍ ପଜିଟିଭ୍, ୧୨୧୧୯୫୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଖଲ୍ଲିକୋଟ : ଅଟୋକୁ ପଛ ପଟୁ ଧକ୍କା ଦେଲା ଟ୍ରକ, ଜଣେ ମୃତ
  • ||
  • ଭୁବନେଶ୍ୱର : ୨୬ ଯାଏଁ ରାଜ୍ୟର କିଛି ସ୍ଥାନରେ କୋହଲା ପାଗ ସହ ବର୍ଷା, ସତର୍କ କଲା ପାଣିପାଗ ବିଭାଗ
  • ||
  • ଲମତାପୁଟ : ପାଡୁଆ ପୋଲିସକୁ ସଫଳତା, ୨୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ
  • ||

ନବରଙ୍ଗପୁର ଲୋକସଭା ଆସନରୁ ନାମାଙ୍କନ ପତ୍ର ଦାଖଲ କଲେ ପ୍ରଦୀପ ମାଝୀ

20/03/2019 at 4:49 PM

ନବରଙ୍ଗପୁର ୨୦|୩: ନାମାଙ୍କନ ପତ୍ର ଦାଖଲ କଲେ କଂଗ୍ରେସ କାର୍ଯ୍ୟକାରୀ ସଭାପତି ତଥା ପୂର୍ବତନ ସାଂସଦ ପ୍ରଦୀପ ମାଝୀ । ନବରଙ୍ଗପୁର ଜିଲ୍ଲାପାଳଙ୍କ ନିକଟରେ ଆଜି ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ପ୍ରଦୀପ । ହଜାର ହଜାର ସମର୍ଥକଙ୍କ ସହ ଏକ ଶୋଭାଯାତ୍ରାରେ ଯାଇ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ପ୍ରଦୀପ । ପଡୋଶୀ ଛତିଶଗଡ ରାଜ୍ୟ ଅବକାରୀ ମନ୍ତ୍ରୀ କବାସୀ ଲାକମା ମଧ୍ୟ ପ୍ରଦୀପ ମାଝୀଙ୍କ ନାମାଙ୍କନ ପତ୍ର ଦାଖଲ ସମୟରେ ଉପସ୍ଥିତ ଥିଲେ ।

   Related Posts