Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚାଷୀଙ୍କ ସହ ୧୦ମ ରାଉଣ୍ଡ ଆଲୋଚନା ଶେଷ, ସରକାର କହିଲେ ପ୍ରତ୍ୟାହାର ହେବନି କୃଷି ଆଇନ
  • ||
  • ପୋଖରୀରୁ ମିଳିଲା ମୁଣ୍ଡ ବିହୀନ ମୃତଦେହ, ପୋଲିସ ଆରମ୍ଭ କଲା ଖୋଳତାଡ଼
  • ||
  • ଢ଼େଙ୍କାନାଳ: ବନ ବିଭାଗର ଅତର୍କିତ ଚଢ଼ାଉ, ବିଭିନ୍ନ ବନ୍ୟଜନ୍ତୁଙ୍କ ଜାଲ ଜବତ, ୪ ଶିକାରୀ ଗିରଫ
  • ||
  • ବଲାଙ୍ଗୀର : ଟାଇଲ କାମ ବେଳେ ଅଘଟଣ, ଚାପି ହୋଇ ଜଣେ ଶ୍ରମିକ ମୃତ, ୨ ଗୁରୁତର
  • ||
  • ଢେଙ୍କାନାଳ : ଟ୍ରକ୍ ପଛରେ ଧକ୍କା ହେଲା ବାଇକ୍, ବାପା ମୃତ, ଝିଅ ଗୁରୁତର
  • ||
  • ଅନୁଗୋଳ : ଗଛ ତଳୁ ନବଜାତ ଶିଶୁ ପୁତ୍ର ଉଦ୍ଧାର
  • ||
  • ଭୁବନେଶ୍ବର : ବିଜେଡିରେ ମିଶିଲେ କରଞ୍ଜିଆ ଏନଏସିର ଶତାଧିକ ବିଜେପି ଓ କଂଗ୍ରେସ କର୍ମୀ
  • ||
  • ସମ୍ବଲପୁର : ସଞ୍ଜୀବ ମିତ୍ତଲ ସମ୍ବଲପୁର ବିଶ୍ୱବିଦ୍ୟାଳୟର ନୂତନ କୁଳପତି
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୫୭ କୋଭିଡ୍ ସଂକ୍ରମିତ, ୩୩୩୭୨୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ପରଲୋକରେ ବରିଷ୍ଠ ଅଭିନେତା ରବି ମିଶ୍ର
  • ||

ଜେଲ୍‌ରେ ଓକିଲଙ୍କୁ ଭେଟିପାରିବେ ପ୍ରଦୀପ ପାଣିଗ୍ରାହୀ- ହାଇକୋର୍ଟ

24/12/2020 at 12:49 PM

କଟକ ୨୪।୧୨: ଜେଲ୍‌ରେ ଓକିଲଙ୍କୁ ଭେଟିପାରିବେ ପ୍ରଦୀପ ପାଣିଗ୍ରାହୀ । ବିଧାୟକ ପ୍ରଦୀପ ପାଣିଗ୍ରାହୀ ମାମଲାରେ ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଦେଇଛନ୍ତି । ପ୍ରଦୀପ ପାଣିଗ୍ରାହୀ ଓକିଲଙ୍କୁ ଜେଲ୍‌ରେ ଭେଟିବାକୁ ଅନୁମତି ଦେଇଛନ୍ତି କୋର୍ଟ । ରିଟ୍ ଆବେଦନର ବିଚାର କରି ଅନ୍ତରୀଣ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ । କୋଭିଡ ଗାଇଡଲାଇନ୍ ଦର୍ଶାଇ ପ୍ରଦୀପ ପାଣିଗ୍ରାହୀଙ୍କୁ ଓକିଲଙ୍କୁ ଭେଟିବାକୁ ଦିଆଯାଉନଥିଲା । ଯାହାର ଶୁଣାଣି କରି ହାଇକୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି । ଆସନ୍ତା ୪ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ।

ସୂଚନାଯୋଗ୍ୟ ଯେ, ଅଭୟକାନ୍ତ ପାଠକଙ୍କ ଲିଙ୍କ୍ ଥିବା ନେଇ ପ୍ରଦୀପ ପାଣିଗ୍ରାହୀଙ୍କୁ କ୍ରାଇମବ୍ରାଞ୍ଚ ଗିରଫ କରିଛି । ସେବେଠାରୁ ଜେଲ୍‌ରେ ଅଛନ୍ତି ପ୍ରଦୀପ । ତେବେ ଜେଲ୍‌ରେ  କୋଭିଡ଼ ଗାଇଡ଼ଲାଇନ୍‌ ଦର୍ଶାଇ ପ୍ରଦୀପ ପାଣିଗ୍ରାହୀଙ୍କ ଓକିଲଙ୍କୁ ଭେଟିବାକୁ ଦିଆଯାଉଥିବାର ଅଭିଯୋଗ ଆସିଥିଲା । ଯାହାପରେ ହାଇକୋର୍ଟ ରିଟ୍‌ ଆବେଦର ଶୁଣାଣି କରି ଏପରି ଅନ୍ତରୀଣ ନିର୍ଦ୍ଦେଶ ଦେଇଛନ୍ତି ମାନ୍ୟବର ହାଇକୋର୍ଟ  । ତେବେ ଆସନ୍ତା ୪ରେ ମାମଲାର ପରବର୍ତ୍ତୀ ଶୁଣାଣି ରହିଛି ।

   Related Posts