Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପି ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣାକଲା ଆପ୍‌, ତାଲିକାରେ ଅନେକ ଉଚ୍ଚ ଶିକ୍ଷିତ
  • ||
  • ଆସେସ୍‌ ସିରିଜ୍ କବଜା କଲା ଅଷ୍ଟ୍ରେଲିଆ, ଇଂଲଣ୍ଡକୁ ୪-୦ରେ ମୂଳପୋଛ କରି ଇତିହାସ ରଚିଲା କଙ୍ଗାରୁ ବାହିନୀ
  • ||
  • ରବିବାର ରାଜ୍ୟରେ ସୁସ୍ଥହେଲେ ରେକର୍ଡ ୪୪୫୨ଜଣ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୧୦୦୩ଜଣ ଡିସଚାର୍ଜ
  • ||
  • ମୋହନା: ଅଟୋ-ବାଇକ ମୁହାଁମୁହିଁ ଧକ୍କା, ଜଣେ ମୃତ, ୭ ଆହତ
  • ||
  • ବଣାଇ ରେଞ୍ଜରେ ଗୋଠଛଡା ଦନ୍ତା ଆତଙ୍କ, ସନ୍ଧ୍ୟା ହେଲେ ଗାଁରେ ପଡୁଛି ତାଟିକବାଟ
  • ||
  • ଟେକ୍ସାସରେ ୪ ଜଣଙ୍କୁ ପଣବନ୍ଦୀ : ପାକିସ୍ତାନୀ ବୈଜ୍ଞାନିକଙ୍କୁ ମୁକ୍ତ କରିବାକୁ ଦାବି, ଘଟଣାସ୍ଥଳରେ ଏଫବିଆଇ ଓ ସ୍ୱାଟ୍ ଟିମ୍
  • ||
  • ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୧କୁ ବୃଦ୍ଧି
  • ||
  • ରାଜ୍ୟରେ ୧୧ ହଜାର ଡେଇଁଲା ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୧୭୭ କୋଭିଡ୍ ପଜିଟିଭ୍, ୧୧୩୩୯୧୨ରେ ପହଞ୍ଚିଲା ସଂଖ୍ୟା
  • ||
  • ନିଶାରେ ୩ ବାଇକକୁ ଧକ୍କା ଦେଲେ କାର୍ ଡ୍ରାଇଭର, ଓଲଟା ପୋଲିସକୁ କଲେ ଗାଳିଗୁଲଜ
  • ||
  • ଫାଟିଗଲା ମୋବାଇଲ ବ୍ୟାଟେରୀ, ନାବାଳକ ଗୁରୁତର : ପଥରରେ ଛେଚୁଥିବା ବେଳେ ଅଘଟଣ
  • ||

ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳରେ ପୁଣି ପ୍ରଜାମେଳି, ୧୦ହଜାରରୁ ଉର୍ଦ୍ଧ୍ବ ଲୋକ ହେଲେ ସାମିଲ

28/06/2020 at 7:09 AM

ଚିତ୍ରକୋଣ୍ଡା ୨୮।୬: ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳରେ ପୁଣି ପ୍ରଜାମେଳି । ଜୋଡାଆମ୍ବ ଥାନା ଅନ୍ତର୍ଗତ ଗୁରାସେତୁ ଠାରେ ଅନୁଷ୍ଠିତ ହୋଇଛି ପ୍ରଜାମେଳି । ଗୋଟିଏ ପୋଟେ ପ୍ରଶାସନ ବଚ୍ଛିନ୍ନାଞ୍ଚଳକୁ ସ୍ଵାଭିମାନ ଅଞ୍ଚଳ ଭାବେ ଗଢି ତୋଳିବାକୁ ଚେଷ୍ଟା କରୁଥିବା ବେଳେ ଅନ୍ୟପଟେ ସାଧାରଣ ଆଦିବାସୀଙ୍କ ଅଧିକାର ପାଇଁ ଆଦିବାସୀ ସଂଘ ପକ୍ଷରୁ ଅନୁଷ୍ଠିତ ହୋଇଛି ବିରାଟ ପ୍ରଜାମେଳି ।

ଗତ ୨୪ ତାରିଖ ଦିନ ଶ୍ରମିକମାନେ ନିଜ ଘରକୁ ଫେରୁଥିବା ସମୟରେ ସ୍ଵାଭିମାନ ଅଞ୍ଚଳରେ ନିୟୋଜିତ ହୋଇଥିବା ବିଏସଏଫ ବାହିନୀ ମାଓ ସମର୍ଥକ କହି ଶ୍ରମିକମାନଙ୍କୁ ଧମକାଇବା ସହ ମିସ୍ ଫାୟାରିଂ କରିଥିଲେ ଯାହା ଫଳରେ ସେଠାରେ ପ୍ରବଳ ଉତ୍ତେଜନା ଲାଗି ରହିଥିଲା । ଶନିବାର ଶ୍ରମିକମାନଙ୍କ କଥାକୁ ଗୁରୁତ୍ଵ ଦେଇ ସ୍ଵାଭିମାନ ଅଞ୍ଚଳର ୫ଟି ପଞ୍ଚାୟତର ୧୦ହଜାରରୁ ଉର୍ଦ୍ଧ୍ବ ଲୋକେ ଜମା ହୋଇ ସରକାରଙ୍କ ବିରୋଧରେ ମେଳି କରିଥିଲେ ।

   Related Posts