Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପଞ୍ଜାବର ବିଜୟ ଅଭିଯାନ ଜାରି, ୮ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||

ଝରିଗାଁ ବିଧାନସଭା ଆସନରେ ବିଜେଡି ବିଜୟୀ

23/05/2019 at 3:54 PM

ଝରିଗାଁ ୨୩|୫: ଝରିଗାଁ ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ ପ୍ରକାଶ ଚନ୍ଦ୍ର ମାଝୀ ବିଜୟୀ ହୋଇଛନ୍ତି । ସେ ତାଙ୍କ ନିକଟତମ ପ୍ରତିନ୍ଦ୍ବନ୍ଦ୍ବୀ ବିଜେପି ପ୍ରାର୍ଥୀ ପର୍ଶୁରାମ ମାଝୀଙ୍କୁ ପରାସ୍ତ କରିଛନ୍ତି । ଏଠାରେ କଂଗ୍ରେସ ପ୍ରାର୍ଥୀ ଥିଲେ ଉଲାଧର ମାଝୀ ।

   Related Posts