ଝରିଗାଁ ବିଧାନସଭା ଆସନରେ ବିଜେଡି ବିଜୟୀ

Published By : Prameya-News7 Bureau | May 23, 2019 IST

ଝରିଗାଁ ୨୩|୫: ଝରିଗାଁ ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ ପ୍ରକାଶ ଚନ୍ଦ୍ର ମାଝୀ ବିଜୟୀ ହୋଇଛନ୍ତି । ସେ ତାଙ୍କ ନିକଟତମ ପ୍ରତିନ୍ଦ୍ବନ୍ଦ୍ବୀ ବିଜେପି ପ୍ରାର୍ଥୀ ପର୍ଶୁରାମ ମାଝୀଙ୍କୁ ପରାସ୍ତ କରିଛନ୍ତି । ଏଠାରେ କଂଗ୍ରେସ ପ୍ରାର୍ଥୀ ଥିଲେ ଉଲାଧର ମାଝୀ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.