Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||
  • ସୁବର୍ଣ୍ଣପୁର : ମା’ ସୁରେଶ୍ଵରୀ ମନ୍ଦିରରୁ ଚୋରି ଘଟଣା : କାର୍ଯ୍ୟରେ ଅବହେଳା ପାଇଁ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ
  • ||
  • ଖଲ୍ଲିକୋଟ : ଜମିଜମା ବିବାଦକୁ କେନ୍ଦ୍ରକରି ଗାଁରୁ ବାସନ୍ଦ, ନ୍ୟାୟ ଦାବିରେ ଜିଲ୍ଲାପାଳ ଅଫିସ୍ ସମ୍ମୁଖରେ ଆମରଣ ଅନଶନରେ ବସିଲେ ବୃଦ୍ଧ ଦମ୍ପତ୍ତି
  • ||
  • ଭୁବନେଶ୍ବର : ଦରଦାମ୍ ବୃଦ୍ଧି ପ୍ରତିବାଦ ସହ ବିଭିନ୍ନ ପ୍ରସଙ୍ଗକୁ ନେଇ ରାଜଭବନ ସମ୍ମୁଖରେ ବିଜେଡିର ଧାରଣା
  • ||
  • ଭୁବନେଶ୍ବର : ବିଧାନସଭା ଶୀତକାଳୀନ ଅଧିବେଶନ : ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ
  • ||
  • ଧର୍ମଗଡ : ଝୁଲନ୍ତା ଅବସ୍ଥାରେ ମିଳିଲା ଯୁବକଙ୍କ ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୬୭ ମୃତ
  • ||

ବୈଜୟନ୍ତଙ୍କ ଟ୍ବିଟ୍ ପ୍ରସଙ୍ଗରେ ବର୍ଷିଲେ ସରକାରୀ ଦଳର ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, କହିଲେ…

19/10/2020 at 5:26 PM

ଭୁବନେଶ୍ବର୧୯/୧୦: ବୈଜୟନ୍ତଙ୍କ ଟ୍ବିଟ୍ ପ୍ରସଙ୍ଗରେ ବିଜେଡି ବିଧାୟିକା ପ୍ରମିଳା ମଲ୍ଲିକ କହିଛନ୍ତି ଯେ, ବିଜେଡିରେ ଥିବା ଯାଏଁ ଓଡ଼ିଶାର ଶାସନ ଓ ପ୍ରଶାସନ ବୈଜୟନ୍ତଙ୍କୁ ଠିକ ଲାଗୁଥିଲା। ସେତେବେଳେ ଓଡିଶା ଶାନ୍ତିପ୍ରିୟ ଥିଲା।

ବିଜେପିକୁ ଯିବା ପରଠାରୁ ଓଡିଶା ଅଶାନ୍ତ ଲାଗିଲା। ଓଡିଶାର ଶାସନ ଓ ପ୍ରଶାସନ ପାକିସ୍ତାନ ପରି ଲାଗିଲା। ଚନ୍ଦ୍ରାଣୀ ମୁର୍ମୁ ପ୍ରସଙ୍ଗରେ ରଖିଲେ ମତ , କହିଲେ ପାରିପାର୍ଶ୍ବିକ ପରିସ୍ଥିତି ଦେଖି ସେ ମାନସିକ ଭାବେ ପ୍ରସ୍ତୁତ ହେବା ପରେ ପ୍ରସଙ୍ଗ ଉଠାଇଲେ। ଯିଏ ଦୋଷୀ ସେ ନିଶ୍ଚିତ ଦଣ୍ଡିତ ହେବେ ବୋଲି କହିଛନ୍ତି ପ୍ରମିଳା ମଲ୍ଲିକ।

   Related Posts