Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ହସ୍ପିଟାଲରୁ ଡିସ୍‌ଚାର୍ଜ ହେଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ମାର୍ଚ୍ଚ ୩୦ରେ ହୋଇଥିଲା ବାଇପାସ୍‌ ସର୍ଜରୀ
  • ||
  • ପାଟଣା : ଭାରସାମ୍ୟ ହରାଇ ବ୍ରିଜ୍ ଉପରୁ ୨୦ଫୁଟ ତଳକୁ ଖସିଲା ବାଇକ୍, ୨ ଗୁରୁତର
  • ||
  • ନୀଳଗିିରି : ବିଦ୍ୟୁତ ବିଲ୍ ବୃଦ୍ଧି ପ୍ରତିବାଦରେ ସିପିଆଇର ରାସ୍ତାରୋକ
  • ||
  • ଢେଙ୍କାନାଳ : ମାଛ ଧରିବାକୁ ଯାଇ ନଦୀରେ ବୁଡିଗଲେ ମାଛ ଧରାଳି, ଚାଲିଗଲା ଜୀବନ
  • ||
  • ଭୁବନେଶ୍ବର : ଖରା ପାଇଁ ପାନୀୟ ଜଳ ବିଭାଗର ଛୁଟି ବାତିଲ
  • ||
  • ୨ ବିଶ୍ୱବିଦ୍ୟାଳୟରେ ନୂଆ କୁଳପତି, ରାଜଭବନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ
  • ||
  • ଭୁବନେଶ୍ବର : ଡାକ୍ତରଖାନା ପାଇଁ କୋଭିଡ୍ ଗାଇଡ୍‌ଲାଇନ୍, ଆବଶ୍ୟକତା ନଥିଲେ ସଂକ୍ରମିତଙ୍କୁ ଆଡମିଶନ ମନା
  • ||
  • ସରିଲା ରାଜ୍ୟ କ୍ୟାବିନେଟ୍‌ ବୈଠକ, ୯ଟି ପ୍ରସ୍ତାବ ଉପରେ ବାଜିଲା ମୋହର
  • ||
  • ଭୁବନେଶ୍ବର : BMCର ପେଡ୍ କ୍ବାରେଣ୍ଟାଇନ୍ ବ୍ୟବସ୍ଥା, ନନ୍ ଏସି ୧୦୯୯ ଓ ଏସି ରୁମ୍ ୧୪୯୯ ଟଙ୍କା
  • ||
  • ଭୁବନେଶ୍ବର : ପିପିଲି ହିଂସା ଘଟଣା, ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲା ବିଜେଡି
  • ||

ଟିକା ଅଭାବ: କେନ୍ଦ୍ରକୁ ଟାର୍ଗେଟ କଲେ ବିଜେଡି ବିଧାୟିକା ପ୍ରମିଳା ମଲ୍ଲିକ୍

8/04/2021 at 2:05 PM

ଭୁବନେଶ୍ୱର ୮/୪: ଟିକା ଅଭାବ ପ୍ରସଙ୍ଗରେ ବିଜେପିକୁ ଟାର୍ଗେଟ କଲେ ବିଜେଡି ବିଧାୟିକା ପ୍ରମିଳା ମଲ୍ଲିକ । କହିଲେ ଟିକା ଯୋଗାଇବାରେ ପାତର ଅନ୍ତର ନୀତି ଆପଣାଉଛି ବିଜେପି ।

ରାଜ୍ୟ ବିଜେପିକୁ କଣ ଏ କଥା ଦେଖାଯାଉନାହିଁ କି ବୋଲି ସେ ଓଲଟା ପ୍ରଶ୍ନ କରିଛନ୍ତି । ବିଜେପି ସରକାର ଓଡିଶାକୁ ସବୁଠୁ ଅଧିକ ଅଣଦେଖା କରୁଛନ୍ତି । ବେଶୀ ବଡ ବଡ କଥା କହୁଛନ୍ତି କିନ୍ତୁ ଟିକା କାହିଁକି ଯୋଗାଇପାରୁନାହାନ୍ତି ତାର ଉତ୍ତର ରଖନ୍ତୁ ବୋଲି କହିଛନ୍ତି ପ୍ରମିଳା ମଲ୍ଲିକ୍ । ରାଜ୍ୟରେ ଏବେ ଟିକା କମ୍ ଥିବାରୁ ଟିକାକରଣ ବାଧାପ୍ରାପ୍ତ ହେବ ବୋଲି ଆଶଙ୍କା ଦେଖାଦେଇଛି । ଏମିତିକି ୨ ଦିନ ମଧ୍ୟରେ ଯଦି ପର୍ଯ୍ୟାପ୍ତ ପରିମାଣର ଟିକା ନପହଞ୍ଚେ ତାହେଲେ ଶନିବାରଠୁ ଟିକାକରଣ ବନ୍ଦ କରାଯିବ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି ।  

   Related Posts