Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିରୋଧ ପରେ ବାଟକୁ ଆସିଲା ହକି ଇଣ୍ଡିଆ, ଦିଲ୍ଲୀପ ତିର୍କୀ ଆଡହକ୍ କମିଟିର ଚେୟାରମାନେ ଭାବେ ନିଯୁକ୍ତ
  • ||
  • ଅଗଷ୍ଟ ଦ୍ଵିତୀୟ ସପ୍ତାହରେ ପ୍ରକାଶ ପାଇବ ଯୁକ୍ତ ୨ ରେଜଲ୍ଟ, ଦଶମ ମାର୍କ ଆଧାରରେ ହେବ ମୂଲ୍ୟାୟନ
  • ||
  • ଯାଜପୁର : ବରମୁଣ୍ଡା ଛକରେ ଦୁର୍ଘଟଣା, ଚାଲିଗଲା ନାରାୟଣଙ୍କ ଜୀବନ
  • ||
  • ମୃତ୍ୟୁ ହାରରେ ସାମାନ୍ୟ ହ୍ରାସ : ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନା ନେଲା ୩୭ ଜଣଙ୍କ ଜୀବନ, ୩୫୦୮ରେ ପହଞ୍ଚିଲା ମୋଟ୍‌ ସଂଖ୍ୟା
  • ||
  • କମୁଛି ସଂକ୍ରମଣ, ରାଜ୍ୟରେ ୨୪ ଘଣ୍ଟାରେ ୩୮୦୬ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • କଟକ : ଜୁଆ ଆଡ୍ଡାରେ ଅଚାନକ ଚଢାଉ, ୧୧ଜଣ ଜୁଆଡି ଗିରଫ
  • ||

ନୀତି ଆୟୋଗ ବୈଠକରେ ମୁଖ୍ୟମନ୍ତ୍ରୀ ଯୋଗ ନଦେବା ପ୍ରସଙ୍ଗରେ ଜୁଏଲଙ୍କ ଅଭିଯୋଗର ଜବାବ ରଖିଲା ବିଜେଡି

17/06/2018 at 9:53 AM

ବିଜେଡି ମୁଖପାତ୍ର ପ୍ରତାପ ଦେବଙ୍କ ପ୍ରତିକ୍ରିୟା – “ଜୁଏଲଙ୍କ ମନ୍ତବ୍ୟ ଦୁଃଖଦାୟକ…ସେ ଭୟଭୀତ ହୋଇପଡିଛନ୍ତି, ସେଥିପାଇଁ ଏପରି କହୁଛନ୍ତି…ନୀତି ଆୟୋଗ କୌଣସି ସାମ୍ବିଧାନିକ ବ୍ୟବସ୍ଥା ଅନୁସାରେ କରାଯାଇନାହିଁ…ପୂର୍ବରୁ ବିଭିନ୍ନ କାର୍ଯ୍ୟକ୍ରମ ସ୍ଥିରୀକୃତ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ଯାଇପାରିନାହାନ୍ତି…ଏନେଇ ଲିଖିତ ଭାବେ ପ୍ରଧାନମନ୍ତ୍ରୀ ଜଣାଇଛନ୍ତି…ଯେଉଁ ଏଜେଣ୍ଡା ଅନୁସାରେ ବୈଠକ ଡକାଯାଇଛି ସେହି ଅନୁସାରେ ରାଜ୍ୟର ସମସ୍ତ କଥାକୁ ଉପସ୍ଥାପିତ କରାଯାଇଛି…ଏହି ବୈଠକକୁ ମୁଖ୍ୟମନ୍ତ୍ରୀ ଯାଇ କିଛି ଲାଭ ନାହିଁ…ମୁଖ୍ୟମନ୍ତ୍ରୀ ନଗଲେ ପୃଥିବୀ ପ୍ରଳୟ ହେବ ନାହିଁ ”

   Related Posts