Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଡିସେମ୍ବର ୩୧ ଯାଏଁ ଅନ୍ତରାଷ୍ଟ୍ରୀୟ ବିମାନ ସେବା ବନ୍ଦ, କରୋନା ପ୍ରଭାବ
  • ||
  • କଟକ : ବସ୍‌ ଷ୍ଟାଣ୍ଡରେ ଠିଆ ହୋଇଥିବା ବସ୍‌ରେ ଲାଗିଗଲା ନିଆଁ, କେଇ ମିନିଟ୍‌ରେ ଜଳିଗଲା ସମ୍ପୂର୍ଣ୍ଣ ବସ୍
  • ||
  • କନ୍ଧମାଳ : ଜଗାକୁ ଏକା କରି ଚାଲିଗଲା କାଳିଆ, ମା’ ଆଖିରୁ ଶୁଖୁନି ଲୁହ : ମରଶରୀର ପହଞ୍ଚିବା ପରେ ଗାଁରେ ଶୋକାକୂଳ ପରିବେଶ
  • ||
  • କୋରାପୁର : କୋରାପୁର ବସ୍ ଷ୍ଟାଣ୍ଡରୁ ୩ଲକ୍ଷରୁ ଅଧିକ ଟଙ୍କାର ନକଲି ନୋଟ୍ ଜବତ, ଜଣେ ଗିରଫ
  • ||
  • କଟକ : ବାହା ବେଦୀରୁ ବ୍ୟାଙ୍କ୍ ମ୍ୟାନେଜରଙ୍କୁ ଉଠାଇନେଲା ପୋଲିସ, IIFL ଲୁଟ୍ ଘଟଣାରେ ରହିଛି ଲିଙ୍କ୍
  • ||
  • ସୋର : ପାଣିରୁ ଉଦ୍ଧାର ହେଲା ବୃଦ୍ଧଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ପୁରୀ : ପଞ୍ଚୁକର ଦ୍ବିତୀୟ ଦିନ, ବାଙ୍କଚୁଡା ବେଶରେ ବିଭୂଷିତ ମହାପ୍ରଭୁ
  • ||
  • ଚଣ୍ଡିଖୋଲ : ନିର୍ମାଣଧୀନ ପାଣି ଟାଙ୍କି ଉପରେ ଚଢି ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ, ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ
  • ||
  • କୋରାପୁଟ : କୋରାପୁଟ ଜିଲ୍ଲାରୁ ୮୫ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଅଭିଯୁକ୍ତ ଫେରାର
  • ||
  • ଚାକିରୀଆଙ୍କ ପାଇଁ ବଡ ଖବର: ୮ଘଣ୍ଟା ବଦଳରେ ହୋଇପାରେ ୧୨ ଘଣ୍ଟା ସିଫ୍ଟ
  • ||

ନିମାପଡାରେ ବିଜେପି ପ୍ରାର୍ଥୀ ପ୍ରଭାତୀ ପରିଡାଙ୍କ ପ୍ରଚାର, ଘର ଘର ବୁଲି ମାଗୁଛନ୍ତି ଭୋଟ୍

14/04/2019 at 3:38 PM

ନିମାପଡା ୧୪|୪: ଚତୁର୍ଥ ପର୍ଯ୍ୟାୟରେ ଜଗତସିଂହପୁର ଲୋକସଭା ଅନ୍ତର୍ଗତ ନିମାପଡା ବିଧାନସଭାରେ ନିର୍ବାଚନମଣ୍ଡଳୀରେ ମତଦାନ ହେବ । ନିର୍ବାଚନ ଲାଗି ସବୁ ପ୍ରମୁଖ ଦଳର ପ୍ରାର୍ଥୀ ଜୋରଦାର ପ୍ରଚାର କରିବା ଆରମ୍ଭ କରିସାରିଲେଣି । ଭୋଟରଙ୍କୁ ନିଜ ଆଡକୁ ଆକର୍ଷିତ କରିବା ପାଇଁ ଚେଷ୍ଟା ଚଳାଇଛନ୍ତି ପ୍ରାର୍ଥୀମାନେ । ନିମାପଡା ବିଧାନସଭା ଆସନରେ ବିଜେପି ପ୍ରାର୍ଥୀ ପ୍ରଭାତୀ ପରିଡା ଘରକୁ ଘର ବୁଲି ଭୋଟ୍ ମାଗୁଛନ୍ତି ।

ନିମାପଡା ବିଧାନସଭା ପାଇଁ ବିଜେଡିରୁ ସମୀର ଦାସ ପ୍ରାର୍ଥୀ ହୋଇଥିବାବେଳେ କଂଗ୍ରେସରୁ ପ୍ରାର୍ଥୀ ହୋଇଛନ୍ତି ସତ୍ୟବ୍ରତ ପାତ୍ର ।

   Related Posts