ଶନିବାର ରାଶିଫଳ, ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ

Published By : Prameya-News7 Bureau | September 04, 2020 IST

ମେଷ – ଏକାଦଶସ ଚନ୍ଦ୍ର ଯୋଗୁ ଯାହା ଚାହୁଁଛନ୍ତି ତାହା ନିଶ୍ଚିତ ପାଇବେ । କର୍ମକ୍ଷେତ୍ରରେ ଅପ୍ରିୟ ସତ୍ୟ କଥା ସହକର୍ମୀ କିମ୍‌ବା ନିକଟ ସମ୍ପର୍କୀୟମାନଙ୍କ ମନରେ ଦୁଃଖ ଦେଇପାରେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୨ ।

          ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

          ରୋଗୀ- ଅସାଧ୍ୟ  ରୋଗ ରୁ ମୁକ୍ତ ହେବେ ।

          ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- କର୍ମ କ୍ଷେତ୍ରରେ  ଉନ୍ନତି ମିଳିବ ।

          ବ୍ୟବସାୟୀ- ସଫଳତା ମିଳିବ ।

          ଗୃହିଣୀ- ସୁଖଭାରା ଦିନଟି ।

ବୃଷ – ଉପଚୟ ସ୍ଥାନରେ ଶୁକ୍ରଥିବାରୁ ଆଜକୁ କେତେ ଦିନ ହେଲା ଭଲ ଲାଗୁ ନ ଥିବା ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ । ଅଯଚିତ ଭାବେ ପାଖ ଲୋକମାନଙ୍କ ସହାୟତା ପାଇବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୫ ।

          ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।

          ଚାଷୀ- ଜଳ ସଞ୍ଚୟ କରନ୍ତୁ ।

          ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।

          କର୍ମଜୀବି- କର୍ମ କ୍ଷେତ୍ରରେ  ଉନ୍ନତି ମିଳିବ ।

          ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

          ଗୃହିଣୀ- ସୁଖଭାରା ଦିନଟି ।

ମିଥୁନ - ଦୁଃସ୍ଥାନରେ ବକ୍ରୀ ଶନିଙ୍କ ଯୋଗୁଁ ଯେତେ ଚେଷ୍ଟା କଲେ ମଧ୍ୟ ସମସ୍ୟା ସୁଧୁରିବା କଷ୍ଟକର ହୋଇପଡିବ । ଅଧିକାଂଶ ସମୟରେ ଭାବପ୍ରବଣତା ବୃଦ୍ଧି ପାଇବ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୧ ।

          ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

          ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

          ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।

          କର୍ମଜୀବି- ସମ୍ମାନିତ ହେବେ ।

          ବ୍ୟବସାୟୀ- ଅର୍ଥ ଲାଭ ହେବ ।

          ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

କର୍କଟ – ଶନି ଓ ଶୁକ୍ରଙ୍କ ପ୍ରତ୍ୟକ୍ଷ ଦୃଷ୍ଟି ଜନିତ ନିଜର ଅବହେଳା ହେତୁକ କେତେକ କାମ ଅଟକି ରହିଯିବ । ସ୍ୱାର୍ଥସାଧନାରେ ନିରାଶ ହୋଇ ନିଜର ନିଜର ଆତ୍ମୀୟମାନେ ହଠାତ୍ ଶତ୍ରୁତା କରିବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୯ ।

          ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।

          ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

          ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

          କର୍ମଜୀବି- ଅର୍ଥ ହାନୀ ହେବ ।

          ବ୍ୟବସାୟୀ- ଅର୍ଥ ଲାଭ ହେବ ।

          ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

ସିଂହ – ସ୍ୱଗୃହକୁ ମଙ୍ଗଳଙ୍କ ଦୃଷ୍ଟି ହେତୁ ପରିବାରରେ ଭୁଲ୍ ବୁଝାମଣା ଦୂର ହୋଇ ଶାନ୍ତି ଫେରି ଆସିବ । କାମଟିକୁ ଶେଷ କରିବା ପାଇଁ ବ୍ୟସ୍ତ ହୋଇପଡିବେ । ଶୁଭ ରଙ୍ଗ ହଳଦିଆ । ଶୁଭ ଅଙ୍କ ୩ ।

          ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।

          ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

          ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

          କର୍ମଜୀବି- କର୍ମ କ୍ଷେତ୍ରରେ  ଉନ୍ନତି ମିଳିବ ।

          ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

          ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

କନ୍ୟା – ଦ୍ୱାଦଶଭାବରେ ରବି ଓ ବୁଧ ଯୋଗୁଁ ଆଜିର ଦିନଟିରେ ଆପଣଙ୍କ ଶୁଭ ମୟ ରହିବ । ପାରିବାରିକ କଳହରୁ ଦୂରେଇ ରହିବା ଭଲ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।

          ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

          ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।

          ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

          କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

          ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

          ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ତୁଳା – କର୍ମକ୍ଷେତ୍ରରୁ ଅଧିକାଂଶ ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ । ବିଶାଖା ନକ୍ଷତ୍ର କିନ୍ତୁ ମଧ୍ୟାହ୍ନରେ ଅଫିସ ଭିତରେ ମିତ୍ରତା ବନ୍ଧନରେ ଅବଦ୍ଧ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।

          ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

          ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।

          ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

          କର୍ମଜୀବି- ପ୍ରଶଂସିତ ହେବେ ।

          ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

          ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ବିଛା – କର୍ମକ୍ଷେତ୍ରରେ ସବୁ କଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । ଉପକାର କରିଥିବା ବ୍ୟକ୍ତି ଠାରୁ ପ୍ରତିଦାନ ପାଇବା ଦୁର୍ଲଭ ହୋଇ ପଡିବ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୭ ।

          ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

          ରୋଗୀ- ଅସାଧ୍ୟ  ରୋଗ ରୁ ମୁକ୍ତ ହେବେ ।

          ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

          କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

          ବ୍ୟବସାୟୀ- ଅର୍ଥ ହାନୀ ହେବ ।

          ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ଧନୁ – ସକାଳୁ ସକାଳୁ ସାଧାରଣ ସାଧାରଣ କଥାରେ ଯୁକ୍ତିତର୍କ ବୃଦ୍ଧି ପାଇ କଳହର ରୂପ ନେଇପାରେ । କାର୍ଯ୍ୟପଦ୍ଧତି ବଦଳାଇ ବନ୍ଧୁଙ୍କ ସଦ୍ ଭାବ ଓ ସହକର୍ମୀଙ୍କ ସହ ଯୋଗ ଲାଭ କର୍ମକ୍ଷେତ୍ରକୁ ତ୍ୱରାନ୍ୱିତ କରିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।

          ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

          ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

          ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

          କର୍ମଜୀବି- ସମ୍ମାନିତ ହେବେ ।

          ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

          ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ମକର – ଅନ୍ତର୍ନିହିତ ଉଦ୍ଦେଶ୍ୟକୁ ଗୋପନ ରଖର ବନ୍ଧୁଙ୍କ ସହ ବାକ୍ୟାଳାପ କରି ସମାଲୋଚିତ ହେବାକୁ ପଡିପାରେ । ମନରେ ବିଭିନ୍ନ ପ୍ରକାରର ଭାବନା ସୃଷ୍ଟି ହେବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୯ ।

          ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।

          ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

          ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

          କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

          ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

          ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

କୁମ୍ଭ  - ପରିବାରରୁ ପୂର୍ଣ୍ଣ ସହ-ଯୋଗ ପାଇ କେତେକ କାମ ହାସଲ କରିବେ । କେତେକ କ୍ଷେତ୍ରରେ ଭାବପ୍ରବଣତା ଯୋଗୁଁ ମନୋବଳ କ୍ରମଶଃ ହ୍ରାସ ପାଇବ । ଶୁଭ ରଙ୍ଗ ହଳଦିଆ । ଶୁଭ ଅଙ୍କ ୪ ।

          ଚାଷୀ- ଉତ୍ତମ ଫଳ ପାଇବେ ।

          ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

          ଛାତ୍ରଛାତ୍ରୀ- ସବୁଜ ରଙ୍ଗର ଆସନରେ ବସି ପଢନ୍ତୁ ।

          କର୍ମଜୀବି- ସହଯୋଗ ମିଳିବ

          ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

          ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ମୀନ - କର୍ମକ୍ଷେତ୍ରରେ ହଠାତ୍ କୋଣସି ଘଟଣା ମନକୁ ବିବ୍ରତ କରିପାରେ । ନିଜ ଲୋକମାନଙ୍କ ଈର୍ଷାପରାୟଣତା ହେତୁ ବ୍ୟସ୍ତ ବିବ୍ରତ ହୋଇପାରନ୍ତି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୭ ।

          ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

          ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।

          ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

          କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

          ବ୍ୟବସାୟୀ- ଅର୍ଥ ହାନୀ ହେବ ।

          ଗୃହିଣୀ- ସୁଖ ଅନୁଭବ କରିବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.