ori homes
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଜି ପବିତ୍ର ଶ୍ରୀକ୍ଷେତ୍ର ଭଉଁରୀ : ଅଖ ଚକ ଡେରା ନୀତି ସଂପନ୍ନ
  • ||
  • କୁତବ ମୀନାର ପରିସରରେ ଖନନ ସହ ଆଇକନୋଗ୍ରାଫି କରିବାକୁ ଏଏସ୍‌ଆଇକୁ ସଂସ୍କୃତି ମନ୍ତ୍ରାଳୟର ନିର୍ଦ୍ଦେଶ
  • ||
  • ସ୍ୱିଜରଲାଣ୍ଡରେ ବିଶ୍ୱ ଅର୍ଥନୈତିକ ମଞ୍ଚର ବାର୍ଷିକ ସମ୍ମିଳନୀ : ମହାମାରୀରୁ ମୁକ୍ତି ପାଇଁ ବାଟ ବାହାର କରିବେ ବିଶ୍ୱନେତା
  • ||
  • ମ୍ୟାଚ୍ ପୂର୍ବରୁ ରନ୍ ଅପ୍ ଯାଞ୍ଚ କଲେ ଅର୍ଜୁନ ତେନ୍ଦୁଲକର : କିନ୍ତୁ ଚୂଡାନ୍ତ ଏକାଦଶରେ ମିଳିଲାନି ଏଣ୍ଟ୍ରି
  • ||

ସୋରରେ ସାପ କାମୁଡ଼ାରେ ଗର୍ଭବତୀ ମହିଳାଙ୍କ ମୃତ୍ୟୁ

20/09/2018 at 2:38 PM

ବାଲେଶ୍ବର ୨୦/୯:ସୋର ଥାନା ଇଟୁଆ ଗ୍ରାମରେ ଜଣେ ଗର୍ଭବତୀ ମହିଳା ଗାୟତ୍ରୀ ବେହେରାଙ୍କର ସାପ କାମୁଡାରେ ମୃତ୍ୟୁ ହୋଇଛି । ଘଟଣାରୁ ଜଣାଯାଏ ଗତକାଲି ରାତିରେ ଗିରିଧାରି ବେହେରାଙ୍କ ସ୍ତ୍ରୀ ଗାୟତ୍ରୀ ବେହେରା ଶୋଇଥିବା ବେଳେ ଏକ ବିଶାକ୍ତ ସାପ କାମୁଡିଥିଲା । ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା। ସୋର ମେଡିକାଲକୁ ଅଣାଯିବା ପରେ ଡାକ୍ତର ତାଙ୍କୁ ମୃତ୍ୟୁ ହୋଇଯାଇଥିବାର ସୂଚନା ଦେଇଥିଲେ ।

   Related Posts