Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚିନ୍ତା ବଢାଇଲେଣି କୁଲଡିହା ହାତୀପଲ, ନଷ୍ଟ କରୁଛନ୍ତି ବ୍ୟାପକ ଫସଲ
  • ||
  • ଭୁବନେଶ୍ବର : ଫେବୃଆରୀ ୧୪ରୁ ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ଟିକାକରଣ
  • ||
  • ଅନୁଗୋଳ : ଜିଲ୍ଲାପାଳଙ୍କ ଅଫିସ୍ ଆଗରେ ମା’ ଓ ପୁଅଙ୍କ ଆତ୍ମାହୁତି ଉଦ୍ୟମ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୦ କୋଭିଡ୍ ସଂକ୍ରମିତ, ୩୩୪୪୩୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ବ୍ରହ୍ମପୁର : ଟ୍ରାକ୍ଟର ସହ ବାଇକ୍ ଧକ୍କା, ଜଣେ ମୃତ, ୨ ଶ୍ରମିକ ଗୁରୁତର
  • ||
  • ଆନନ୍ଦପୁର : ଧାନ ଡୋଲି ଓଲଟିପଡି ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୨୦୩ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ବରଗଡ : ଭିଜିଲାନ୍ସ ଜାଲରେ ବରଗଡ ଜିଲ୍ଲା ଭଟଲି ବ୍ଲକ୍ କେଲେଙ୍ଗାପାଲିର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ
  • ||
  • ଭୁବନେଶ୍ବର : ସାଲିଆ ସାହିରୁ ୫ଶହ ଲିଟରରୁ ଅଧିକ ଦେଶୀ ମଦ ଜବତ, ୯ ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୬ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||

ନିଆଁରେ ପୋଡିହୋଇ ଗର୍ଭବତୀ ମହିଳା ଗୁରୁତର

18/01/2019 at 9:30 AM

ନୀଳଗିରି ୧୮|୧: ନିଆଁରେ ପୋଡିହୋଇ ଗର୍ଭବତୀ ମହିଳା ଗୁରୁତର ହୋଇଛନ୍ତି । ବାଲେଶ୍ବର ଜିଲ୍ଲା ନୀଳଗିରି ଥାନା ସଜନାଗଡ଼ ନୂଆସାହି ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା । ଗୁରୁତର ମହିଳା ଜଣକ ହେଲେ ସୁରେଶ ମିରିଡ଼ିଆଙ୍କ ସ୍ତ୍ରୀ କୌଶଲ୍ୟା । ସେ ରାତିରେ ଚୁଲି ନିଆଁରେ ସେକି ହେଉଥିବା ବେଳେ ଚାଦରରେ ନିଆଁ ଲାଗି ଯାଇଥିଲା । ତାଙ୍କୁ ପ୍ରଥମେ ନୀଳଗିରି ପରେ ବାଲେଶ୍ବର ମେଡିକାଲ ସ୍ଥାନାନ୍ତରିତ କରାଯାଇଛି ।

   Related Posts