Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୨୪୫୨ ଆକ୍ରାନ୍ତ, କିନ୍ତୁ ସଂକ୍ରମଣ ବୃଦ୍ଧିରେ ଲାଗୁନି ରୋକ୍‌
  • ||
  • କମ୍ବିଂ ବେଳେ ଏସ୍‌ଓଜି ଯବାନ-ମାଓବାଦୀ ମୁହାଁମୁହିଁ, ଗୁଳି ବିନିମୟରେ ମାଓବାଦୀ ମୃତ !
  • ||
  • ସାଲେପୁର : ଡାକ ଘରେ ଚାଲିଥିଲା ଭୋଜି ଭାତର ଆୟୋଜନ, ୩ ହଜାର ଟଙ୍କା ତଣ୍ଡ ଗଣିଲେ କର୍ମଚାରୀ
  • ||
  • ନୀଳଗିରି : ପୋଖରୀରେ ଗାଧୋଇବା ବେଳେ ଖସିଗଲା ଗୋଡ, ଚାଲିଗଲା ନାବାଳିକାଙ୍କ ଜୀବନ
  • ||
  • ସାନଖେମୁଣ୍ଡି : ବେଆଇନ ମଦ ବିକ୍ରିକୁ ନେଇ ଜନ ଅସନ୍ତୋଷ, ଥାନା ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ
  • ||
  • କର୍ଲାମୁଣ୍ଡା : ୨ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରାପଡିଲେ ରାଜସ୍ବ ନିରୀକ୍ଷକ
  • ||
  • ଆନନ୍ଦପୁର : ଯୁକ୍ତ ୨ ପରୀକ୍ଷା ବାତିଲ ଦାବିରେ ୨ଟି ମହାବିଦ୍ୟାଳୟ ଛାତ୍ରଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ଦୈନିକ ଲକ୍ଷେ ଟେଷ୍ଟ କରନ୍ତୁ ରାଜ୍ୟ ସରକାର – ବିଜୟ ମହାପାତ୍ର
  • ||
  • ଭୁବନେଶ୍ବର : ଓଡିଶାର ଚିହ୍ନଟ ହୋଇନି କରୋନାର ଟ୍ରିପଲ ମ୍ୟୁଣ୍ଟାଣ୍ଟ – ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ନିର୍ଦ୍ଦେଶକ
  • ||
  • ଖୋର୍ଦ୍ଧା : ଅନଲାଇନ୍‌ରେ ପରୀକ୍ଷା ଅଥବା ବାତିଲ୍ ଦାବିରେ ଯୁକ୍ତ ୨ ଛାତ୍ରଛାତ୍ରୀଙ୍କ ବିକ୍ଷୋଭ
  • ||

ରୋଷେଇ ସମୟରେ ଅଘଟଣ : ଦେହରେ ନିଆଁ ଲାଗି ଗର୍ଭବତୀ ମହିଳା ଗୁରୁତର

26/02/2021 at 10:14 PM

ରାମଚନ୍ଦ୍ରପୁର,୨୬/୦୨: ରାମଚନ୍ଦ୍ରପୁର ଥାନା ଅଳତି ଗ୍ରାମରେ ରୋଷେଇ କରୁଥିବା ସମୟରେ ଗ୍ୟାସ୍‌ ଚୁଲାରୁ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି । ଗୁରୁତର ମହିଳା ଗ୍ରାମର ବିଶ୍ୱନାଥ ସାହୁଙ୍କ ସ୍ତ୍ରୀ ଶାନ୍ତିଲତା ହୋଇଥିବା ଜଣାପଡ଼ିଛି । ତାଙ୍କୁ ଆମ୍ବୁଲାନ୍ସ ସହାୟତାରେ ଆନନ୍ଦପୁର ଡାକ୍ତରଖାନରେ ଭର୍ତ୍ତି କରାଯାଇଛି ।

ଘଟଣା ମୁତାବକ, ଆଜି ସନ୍ଧ୍ୟାରେ ରୋଷେଇ କରୁଥିବା ସମୟରେ ଆସାବଧାନତା କାରଣରୁ ଗ୍ୟାସ୍ ଚୁଲାରୁ ନିଆଁ ତାଙ୍କ ପିନ୍ଧା ଶାଢୀରେ ଲାଗିଯାଇଥିଲା । ଶାନ୍ତିଲତା ୪ମାସର ଗର୍ଭବତୀ ଥିଲେ ।

ତେବେ ନିଆଁ ଲାଗିଯିବା କାରଣରୁ ତାଙ୍କ ଶରୀରର ଶତକଡା ୫୦ ପ୍ରତିଶତ ପୋଡ଼ି ଯାଇଛି । ଅବସ୍ଥା ଗୁରୁତର ହୋବାରୁ ତୁରନ୍ତ ତାଙ୍କୁ କଟକ ସ୍ଥାନାନ୍ତର ପାଇଁ ଡାକ୍ତଖାନା ତରଫରୁ ଉଦ୍ୟମ ଆରମ୍ଭ ହୋଇଥିବା ଜଣାପଡ଼ିଛି ।

   Related Posts