Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ଜାଗର ପାଇଁ କଟକଣା, ମନ୍ଦିର ଭିତରେ ଓ ବାହାରେ ହେବନି ଗହଳି, ମେଳା ଉପରେ ଲାଗିଲା ରୋକ୍
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୫୭ କୋଭିଡ୍ ପଜିଟିଭ୍, ୩୩୭୮୬୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଉଦଳା : କୂଅ ଭିତରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ୫ ତାରିଖରୁ ଥିଲେ ନିଖୋଜ
  • ||
  • ସମ୍ବଲପୁର : ବନ କର୍ମଚାରୀଙ୍କ ଛୁଟି ଉପରେ କଟକଣା, ଅତି ଜରୁରୀ କାମ ନଥିଲେ ନେଇପାରିବେନି ଛୁଟି
  • ||
  • ସୁନ୍ଦରଗଡ : ଭିଜିଲାନ୍ସ ପଞ୍ଝାରେ ସହକାରୀ ଯନ୍ତ୍ରୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ପାରାଦୀପ : ପଶ୍ଚିମବଙ୍ଗରେ ମହିଳାଙ୍କୁ ଦୁଷ୍କର୍ମ ପରେ କରିଥିଲା ହତ୍ୟା, ପାରାଦୀପରୁ ହେଲା ଗିରଫ
  • ||
  • ଜାଗର ପ୍ରସ୍ତୁତି : ବାବା ଆଖଣ୍ଡଳମଣିଙ୍କ ପୀଠରେ ଲାଗିଲା କଟକଣା, ମାର୍ଚ୍ଚ ୧୦ରୁ ୨ଦିନ ଯାଏଁ ୧୪୪ ଧାରା
  • ||

ବରିଷ୍ଠ ସେବାୟତ ପ୍ରେମାନନ୍ଦ ଦାସମହାପାତ୍ରଙ୍କ ପରଲୋକ

20/09/2020 at 10:51 AM

ପୁରୀ୨୦/୯: ବରିଷ୍ଠ ସେବାୟତ ପ୍ରେମାନନ୍ଦ ଦାସମହାପାତ୍ରଙ୍କ ପରଲୋକ।ହୃଦଘାତରେ ପୁରୀ ମେଡିକାଲରେ ତାଙ୍କର ଦେହାନ୍ତ ହୋଇଛି।କରୋନାରେ ପୀଡିତ ହୋଇ ଆଇସୋଲେସନ୍‌ରେ ଥିଲେ। ଛାତିରେ ଯନ୍ତ୍ରଣା ହେବାରୁ ପୁରୀ ସଦର ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ।ପୂର୍ବତନ ଶ୍ରୀମନ୍ଦିର ପରିଚାଳନା କମିଟିର ସଦସ୍ୟ ଥିଲେ ପ୍ରେମାନନ୍ଦ।ଆଜି ଭୋର ୪ଟାରେ ତାଙ୍କର ଛାତି ଯନ୍ତ୍ରଣା ହୋଇଥିଲା। ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ଶ୍ରୀମନ୍ଦିର ପରିଚାଳନା କମିଟିର ପୂର୍ବତନ ସଦସ୍ୟ ତଥା ସୁଦୁ ସୁଆର ନିଯୋଗର ସମ୍ପାଦକ ଥିଲେ ପ୍ରେମାନନ୍ଦ।

   Related Posts