Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚାଲିପାରିଲାନି ବିଧାନସଭା, ସୋମାବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କଲେ ବାଚସ୍ପତି
  • ||
  • ଭୁବନେଶ୍ବର : ଚଉଷଠୀ ଯୋଗିନୀ ମା’ ନାରାୟଣୀଙ୍କ ମନ୍ଦିରରୁ ଚୋରି, ମା’ଙ୍କ ମୂର୍ତ୍ତିରୁ ସୁନା ଅଳଙ୍କାର ତାଡି ନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୬୯୭୦ଜଣ ଭିକାରୀ, ୪୧୨୮ ପୁରୁଷ ଓ ୨୮୪୨ ମହିଳା
  • ||
  • ଭୁବନେଶ୍ବର : ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ୍ ଚିହ୍ନଟ ହୋଇନାହିଁ : DMET
  • ||
  • ଭୁବନେଶ୍ବର : ଗୃହରେ ବିରୋଧୀଙ୍କ ପ୍ରତିବାଦ ପ୍ରସଙ୍ଗ, ବିଧାୟିକା ସ୍ନେହାଙ୍ଗୀନି ଛୁରିଆ କହିଲେ- ‘ଏହା ଗଣତନ୍ତ୍ର ପ୍ରତି ସୁସ୍ଥ ବାତାବରଣ ନୁହଁ’
  • ||
  • ଭୁବନେଶ୍ବର : ଦୁର୍ବଳ ହେବାରେ ଲାଗିଛି ବାତ୍ୟା : ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତା ଝଡ ଧୀରେ ଧୀରେ ମହାବାତ୍ୟା ଆଡକୁ ମୁହାଁଇବ : ବିଷ୍ଣୁ ସେଠୀ
  • ||
  • ପୁରୀ : ପୁରୀ ବେଳାଭୂମିରେ ଲାଗିଲା ରେଡ୍ ଫ୍ଲାଗ୍, ଜନସାଧାରଣଙ୍କୁ ଯିବା ଲାଗି ବାରଣ
  • ||
  • ପଦାର୍ଥ ବିଜ୍ଞାନୀ ପଦ୍ମଭୂଷଣ ତ୍ରିଲୋଚନ ପ୍ରଧାନଙ୍କ ପରଲୋକ
  • ||
  • କୋରାପୁଟ : ମାଲବାହୀ ଟ୍ରେନ୍‌ ଇଞ୍ଜିନ୍ ଲାଇନ୍‌ଚ୍ୟୁତ, ନୂଆ ଟ୍ରାକ୍‌ରୁ ପୁରୁଣା ଟ୍ରାକ୍‌କୁ ପାସ୍ ବେଳେ ଦୁର୍ଘଟଣା
  • ||

ସମ୍ଭାବ୍ୟ ବାତ୍ୟାକୁ ନେଇ ଜିଲ୍ଲା ପ୍ରଶାସନ ସତର୍କ, ପାହାଡ଼ ଉପରେ ଥିବା ଲୋକଙ୍କୁ ସ୍ଥାନାନ୍ତରଣ ପାଇଁ ନିବେଦନ

10/10/2020 at 8:15 AM

ଗଜପତି ୧୦।୧୦: ସମ୍ଭାବ୍ୟ ବାତ୍ୟାକୁ ନେଇ ଗଜପତି ଜିଲ୍ଲାରେ ଆଗୁଆ ସତର୍କ  । ରାଜ୍ୟ ସରକାରଙ୍କ ନିର୍ଦେଶକ୍ରମେ ପ୍ରଶାସନ ତରଫରୁ ସମଗ୍ର ଜିଲ୍ଲାବାସୀଙ୍କୁ ସତର୍କ ସୂଚନା ଦିଆଯାଇଛି । ଗତ ବାତ୍ୟାର ଭୟାଭୟତାକୁ ଦୃଷ୍ଟିରେ ରଖି ଗଜପତି ଜିଲ୍ଲାର ପାହାଡ଼ ଉପରେ ରହୁଥିବା ଲୋକଙ୍କୁ ବିଭିନ୍ନ ବାତ୍ୟା ଆଶ୍ରୟସ୍ଥଳୀ ଗୁଡିକୁ ଚାଲିଯିବା ପାଇଁ ଜିଲାପାଳ ନିବେଦନ କରିଛନ୍ତି ।

ଗତ ତିତଲି ବାତ୍ୟାରେ ଭୁସ୍ଖଳନ ଯୋଗୁଁ ଆନେକ ଧନଜୀବନ ନଷ୍ଟ ହୋଇଥିଲା ତେଣୁ ଜିଲା ପ୍ରଶାସନ ବାତ୍ୟାର ମୁକାବିଲା ପାଇଁ ପ୍ରସ୍ତୁତି ଆରମ୍ଭ କରିଦେଇଛି। ପାଣିପାଗ କେନ୍ଦ୍ର ର ସୂଚନା ଅନୁସାରେ ଆଗାମୀ ୧୧ତାରିଖରୁ ୧୩ତାରିଖ ପର୍ଯ୍ୟନ୍ତ ଗଜପତି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।ଏହାକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ଆଗୁଆ ସତର୍କତା ଅବଲମ୍ବନ କରିଛି ।

   Related Posts