Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କରଞ୍ଜିଆ : ନଭେମ୍ବର ପହିଲାରୁ ଖୋଲିବ ଶିମିଳିପାଳ ଜାତୀୟ ଉଦ୍ୟାନ
  • ||
  • ସୋର : ଭଙ୍ଗା ଘରୁ ମିଳିଲା ପୁଳା ପୁଳା ରାସନ କାର୍ଡ, ଲୋକଙ୍କୁ ଦିଆନଯାଇ ଲୁଚାଇ ରଖାଯାଇଥିଲା କାହିଁକି ?
  • ||
  • ଆନନ୍ଦପୁର : କଣ୍ଡକ୍ଟରଙ୍କ ଭୁଲ୍, ଯାତ୍ରୀଙ୍କ ଗୋଡ ଉପରେ ଚଢିଗଲା ବସ୍
  • ||
  • କୋଣାର୍କ : ବାଇକ୍ ଚୋରି ରାକେଟ୍ ଠାବ : ୮ ବାଇକ୍ ସହ ୪ ଅଭିଯୁକ୍ତ ଗିରଫ
  • ||
  • ତେଲକୋଇ : କାଞ୍ଜିପାଣି ଘାଟିରେ ଭାରସ୍ୟାମ ହରାଇ ଓଲଟିଲା ଅଟୋ, ୫ବର୍ଷର ଶିଶୁ ସମେତ ୩ ଗୁରୁତର
  • ||
  • ଚାନ୍ଦବାଲି : ଅଘୋଷିତ ବିଦ୍ୟୁତ କାଟ୍ : ଦୀର୍ଘ ୧୨ଘଣ୍ଟା ଧରି ଅନ୍ଧାରରେ ରହିଲା ଆଖଣ୍ଡଳମଣୀ ପୀଠ
  • ||
  • ଭୁବନେଶ୍ବର : ନଭେମ୍ବର ୧ରୁ ଯୁକ୍ତ ୩ ପ୍ରଥମ ବର୍ଷ ଏବଂ ୧୫ରୁ ପିଜି ପ୍ରଥମ ବର୍ଷ କ୍ଲାସ୍ ଖୋଲିବ
  • ||
  • ଖୋର୍ଦ୍ଧା : ୩ ଦିନ ହେବ ଚିଲିକା ମଝିରେ ଫସିଥିଲା ଡଙ୍ଗା, ୨ ମତ୍ସ୍ୟଜୀବୀଙ୍କ ସହ ୧୦ବର୍ଷର ଛୁଆ ଉଦ୍ଧାର
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ଘଟଣାରେ ନୀରବତାକୁ ବରଦାସ୍ତ କରାଯିବନି : କଂଗ୍ରେସ
  • ||
  • ଭୁବନେଶ୍ବର : DRDO ତଥ୍ୟ ଲିକ୍ ମାମଲାରେ କ୍ରାଇମବ୍ରାଞ୍ଚ ହାତରେ ନୂଆ ତଥ୍ୟ, ଦୁବାଇ ଲୁଲୁ ଇଣ୍ଟରନ୍ୟାସନାଲ୍ ଏଜେନ୍ସିରୁ ଆସିଥିଲା ଟଙ୍କା
  • ||

କେନ୍ଦ୍ର ଅର୍ଥମନ୍ତ୍ରୀଙ୍କୁ ମା ଲକ୍ଷ୍ମୀଙ୍କର ପ୍ରତିମା ଉପହାର ଦେଲେ ସାଂସଦ ରଘୁନାଥ ମହାପାତ୍ର

2/08/2019 at 4:30 PM

ନୂଆଦିଲ୍ଲୀ ୨|୮: ପ୍ରତିଷ୍ଠିତ ଓଡିଆ ସ୍ଥପତି ତଥା ରାଜ୍ୟସଭା ସାଂସଦ ପଦ୍ମବିଭୂଷଣ ରଘୁନାଥ ମହାପାତ୍ର ଗୁରୁବାର କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ମା ଲକ୍ଷ୍ମୀଙ୍କର ସୂକ୍ଷ୍ମ କାରୁକାର୍ଯ୍ୟ ପୂର୍ଣ୍ଣ ମୂର୍ତି ଉପହାର ସ୍ୱରୂପ ପ୍ରଦାନ କରିଛନ୍ତି । 

ଓଡିଶାର ଅନ୍ୟାନ୍ୟ ସାଂସଦ ମାନଙ୍କ ସହ ଏହି ମୂର୍ତି ପ୍ରଦାନ ସମୟରେ ଉପସ୍ଥିତ ରହି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅତ୍ୟନ୍ତ ଖୁସିବ୍ୟକ୍ତ କରିଥିବା ସାମାଜିକ ଗଣମାଧ୍ୟମରେ ଉଲ୍ଲେଖ କରିଛନ୍ତି ।

   Related Posts