Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୭କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୧ କରୋନା ସଂକ୍ରମିତ, ୧୦୪୮୬୮୩ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୬୨୧ ମୃତ
  • ||
  • ମଝି ସମୁଦ୍ରରେ ଦୁର୍ଘଟଣା, ଧକ୍କା ହେଲା ୨ ଜାହାଜ
  • ||
  • ବାତ୍ୟାର ରୂପ ନେବ ଲଘୁଚାପ ! ଅନୁମାନ ଲଗାଇଲାଣି ଆଇଏମଡି, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ବାଘ ଗଣନା ବେଳେ ମିଳିଲା ମୃତଦେହ, ହତ୍ୟା ନା ଆତ୍ମହତ୍ୟା !
  • ||
  • ଶୀତ ଅଧିବେଶନ ପୂର୍ବରୁ ରବିବାର ସର୍ବଦଳୀୟ ବୈଠକ, ବିରୋଧିଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ
  • ||

ଜମ୍ମୁ-କାଶ୍ମୀର ଓ ଲଦାଖ ଗସ୍ତ କରିବେ ରାଷ୍ଟ୍ରପତି, କାରଗିଲ ଯୁଦ୍ଧ ସ୍ମାରକୀରେ ସହିଦଙ୍କୁ ଦେବେ ଶ୍ରଦ୍ଧାଞ୍ଜଳି

25/07/2021 at 8:41 AM

ନୂଆଦିଲ୍ଲୀ,୨୫/୦୭: ରାଷ୍ଟ୍ରପତି ରାମନାଥ କୋବିନ୍ଦ ରବିବାର ଠାରୁ ୨୮ ତାରିଖ ପର୍ଯ୍ୟନ୍ତ ଜମ୍ମୁ-କାଶ୍ମୀର ଗସ୍ତରେ ଯାଉଛନ୍ତି । ୨୬ ତାରିଖରେ କାର୍‌ଗିଲ ବିଜୟ ଦିବସର ୨୨ ବର୍ଷ ପୂର୍ତ୍ତି ଅବସରରେ ସେ ଲଦାଖର ଦ୍ରାସସ୍ଥିତ କାର୍‌ଗିଲ ଯୁଦ୍ଧ ସ୍ମାରକୀରେ ଦେଶ ପାଇଁ ପ୍ରାଣବଳୀ ଦେଇଥିବା ସହିଦ ଯବାନମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବେ ।

ଏହାସହ ମହାମହିମ ରାଷ୍ଟ୍ରପତି ଆସନ୍ତା ୨୭ ତାରିଖରେ ଶ୍ରୀନଗରସ୍ଥିତ କାଶ୍ମୀର ବିଶ୍ୱବିଦ୍ୟାଳୟର ୧୯ତମ ସମାବର୍ତ୍ତନ ଉତ୍ସବରେ ଉଦ୍‌ବୋଧନ ଦେବେ  । ଏନେଇ ରାଷ୍ଟ୍ରପତି ଭବନ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ରାଷ୍ଟ୍ରପତିଙ୍କ ଗସ୍ତପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ବିଭିନ୍ନ ସ୍ଥାନରେ ବ୍ୟାପକ ପୋଲିସ ଫୋର୍ସ ଓ ଯବାନଙ୍କୁ ମୁତୟନ କରାଯାଇଛି ।

   Related Posts