Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ରମ୍‌ଜାନ୍ ଓ ପଣା ସଂକ୍ରାନ୍ତି ଉପରେ କଟକଣା ଲଗାଇଲା ବିଏମ୍‌ସି
  • ||
  • ବ୍ରହ୍ମପୁର : ଗଞ୍ଜାମର ସବୁ ଧର୍ମାନୁଷ୍ଠାନ ୭ଦିନ ବନ୍ଦ, ସର୍ବସାଧାରଣରେ ମେରୁ ଯାତ୍ରା ଓ ପଣା ସଂକ୍ରାନ୍ତି ପାଳନ ବାରଣ
  • ||
  • ନୟାଗଡ : ପ୍ରେମରେ ପ୍ରତାରଣା, ପ୍ରେମିକ ଦୁଆରେ ପ୍ରେମିକା, ନ୍ୟାୟ ପାଇଁ ଦେଇଛି ଧାରଣା
  • ||
  • କଟକ : ଗିରଫ ହେଲା ହାଇଦରର ସହଯୋଗୀ ୟାକୁବ୍, ସୋମବାର ଚାଉଳିଆଗଞ୍ଜ ଥାନାରେ କରିଥିଲା ଆତ୍ମସମର୍ପଣ
  • ||
  • ସୋର : ଘରେ କେହି ନଥିବା ବେଳେ ଭାଙ୍ଗିଲେ ତାଲା, ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା-ରୂପା ଅଳଙ୍କାର ସହ ଲକ୍ଷାଧିକ ଟଙ୍କା
  • ||
  • କଳାହାଣ୍ଡି : ଜାଲ୍ ସାର୍ଟିଫିକେଟ୍ ଦେଇ ୨୫ ଶିକ୍ଷକ ବହିଷ୍କୃତ
  • ||
  • ଚାନ୍ଦବାଲି : ଭଡା ଘରୁ ମିଳିଲା ପ୍ରବାସୀ ଶ୍ରମିକଙ୍କ ମୃତଦେହ, ମୃତ୍ୟୁ ପାଇଁ କମ୍ପାନୀ କର୍ତ୍ତୃପକ୍ଷ ଦାୟୀ ଅଭିଯୋଗ
  • ||
  • ଭୁବନେଶ୍ବର : ରାଜ୍ୟରେ କରୋନା ନେଲା ଆଉ ୨ ଜଣଙ୍କ ଜୀବନ, ୧୯୩୦ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ମହାକାଳପଡା : ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଅଗ୍ନିକାଣ୍ଡ, କର୍ମଚାରୀଙ୍କ ଉପସ୍ଥିତ ବୁଦ୍ଧି ପାଇଁ ଟଳିଗଲା ବଡ ବିପଦ
  • ||
  • କରଞ୍ଜିଆ : ଏକାଠି ଶୋଇଥିଲେ ସ୍ତ୍ରୀ ଓ ପ୍ରେମିକ, କଟୁରୀରେ ହାଣିଲା ସ୍ୱାମୀ
  • ||

ଆଜି ଜମ୍ମୁ କାଶ୍ମୀର ଗସ୍ତରେ ଯିବେ ରାଷ୍ଚ୍ରପତି ରାମନାଥ କୋବିନ୍ଦ ।

10/05/2018 at 5:14 AM

ସେଠାରୁ ରାଷ୍ଟ୍ରପତି ସିଆଚେନ ବେସ କ୍ୟାମ୍ପକୁ  ପରିଦର୍ଶନରେ ଯିବାର କାର୍ଯ୍ୟକ୍ରମ ରହିଛି । ସେଠାରେ ମୁତୟନ ଥିବା ଯବାନଙ୍କ ସହିତ ଆଲୋଚନା କରିବେ ରାଷ୍ଟ୍ରପତି । ସିଆଚେନ ବେସ୍ କ୍ୟମ୍ପ ଗସ୍ତରେ ଯିବାରେ ପୂର୍ବତନ ରାଷ୍ଟ୍ରପତି ଏପିଜେ ଅବଦୁଲ କଲାମ ପରେ ରାଷ୍ଟ୍ରପତି କୋବିନ୍ଦ ହେବେ ପ୍ରଥମ ରାଷ୍ଟ୍ରପତି । ୨୦୦୪ରେ ସିଆଚେନ ବେସ୍ କ୍ୟମ୍ପ ପରିଦର୍ଶନରେ ଯାଇଥିଲେ ପୂର୍ବତନ ରାଷ୍ଟ୍ରପତି ଏପିଜେ ଅବଦୁଲ କଲାମ।

Leave a Reply

   Related Posts