Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଷ୍ଟେଟ୍ ବ୍ୟାଙ୍କ ଉପରେ କୋଟିଏ ଟଙ୍କାର ଫାଇନ ଲଗାଇଲେ ରିଜର୍ଭ ବ୍ୟାଙ୍କ, ସବୁଠୁ ବଡ ବ୍ୟାଙ୍କ ବିରୋଧରେ ଋଣ ନିୟମ ଉଲ୍ଲଙ୍ଘନ ଅଭିଯୋଗ
  • ||
  • ଶ୍ରେୟସ ଆୟରଙ୍କ ଉପରେ ମୁମ୍ବାଇ ଇଣ୍ଡିଆନ୍ସର ନଜର, ରାହୁଲ ଓ ଧାଓ୍ୱନ ବି ବଦଳାଇବେ ଟିମ୍ !
  • ||
  • ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୬କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ, ୧୦୪୮୪୯୨ରେ ପହଞ୍ଚିଲା ସଂଖ୍ୟା
  • ||
  • ଜରୁରୀକାଳିନ ପରିସ୍ଥିତି ଘୋଷଣା କଲେ ଗଭର୍ଣ୍ଣର : କରୋନା ସଂକ୍ରମଣ ବଢିବା ପରେ କଟକଣା କଡାକଡି
  • ||
  • ୧୮ କେଜିର ବଜ୍ରକାପ୍ତା ଉଦ୍ଧାର, ଡିଲ୍ ବେଳେ ଧରିଲା ବନ ବିଭାଗ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୫ ମୃତ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||

ରାଷ୍ଟ୍ରପତି ରାମନାଥ କୋବିନ୍ଦ ନେଲେ କରୋନା ଟିକାର ପ୍ରଥମ ଡୋଜ୍

3/03/2021 at 1:50 PM

ନୂଆଦିଲ୍ଲୀ ୦୩/୦୩ : ଦେଶରେ ଦ୍ୱିତୀୟ ପର୍ଯ୍ୟାୟ କରୋନା ଟିକାକରଣ ଜାରି ରହିଛି। ଦ୍ୱିତୀୟ ପର୍ଯ୍ୟାୟରେ ସାଧାରଣ ଜନତାଙ୍କ ସମେତ ଅନେକ ବରିଷ୍ଠ ଲୋକଙ୍କୁ ମଧ୍ୟ କରୋନା ଟିକା ଦିଆଯାଇଛି। ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣରେ ପ୍ରଧାନମନ୍ତ୍ରୀ ମୋଦି ମଧ୍ୟ କରୋନା ଟିକା ନେଇଛନ୍ତି। ବୁଧବାର ଦିନ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଦିଲ୍ଲୀ ସ୍ଥିତ ଆରଆର ହସ୍ପିଟାଲରେ କରୋନା ଭ୍ୟାକସିନର ପ୍ରଥମ ଡୋଜ ନେଇଛନ୍ତି।

   Related Posts