Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଜେଡିରେ ମିଶିବେ ପ୍ରଦୀପ ମାଝୀ, କହିଲେ ନବୀନଙ୍କ ହାତମୁଠା ଟାଣ କରିବି
  • ||
  • ଆଇଆଇଟି ଜମ୍ମୁର ନୂତନ ଗୃହ ଲୋକାର୍ପଣ କରିବେ ଗୃହମନ୍ତ୍ରୀ ଅମିତ ଶାହ, ଉପସ୍ଥିତ ରହିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୭ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୫ ହଜାରରୁ ଅଧିକ କରୋନା ପଜିଟିଭ୍, ୫୬୧ ମୃତ
  • ||
  • ଚିଲିକାକୁ ଆସିଲେଣି ବିଦେଶୀ ପକ୍ଷୀ, ସୁରକ୍ଷା ପାଇଁ ବନ ବିଭାଗ ପ୍ରସ୍ତୁତ
  • ||
  • ଲକ୍ଷ୍ମୀପୁର ହିଂସାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ଡେଙ୍ଗୁ, ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି
  • ||
  • କମୁଛି ତାପମାତ୍ରା, ଦାରିଙ୍ଗିବାଡିରେ ୧୧ ଡିଗ୍ରୀକୁ ଖସିଲା ପାରଦ
  • ||
  • ସୁପର ସଣ୍ଡେରେ ସୁପର ମୁକାବିଲା : ଟି୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ହାଇଭୋଲଟେଜ୍ ଫାଇଟ୍
  • ||

ଦୋଷୀ ପବନର ରାଜକ୍ଷମା ଆବେଦନ ଖାରଜ କଲେ ରାଷ୍ଟ୍ରପତି

4/03/2020 at 1:36 PM

ନୂଆଦିଲ୍ଲୀ ୪/୩: ରାଷ୍ଟ୍ରପତି ଦୋଷୀ ପବନ ଗୁପ୍ତାର ରାଜକ୍ଷମା ଆବେଦନ ଖାରଜ କରି ଦେଇଛନ୍ତି। ପବନ ପାଖରେ ଫାଶୀ ଦଣ୍ଡରୁ ବର୍ତ୍ତିବା ପାଇଁ ଏହା ଶେଷ ବିକଳ୍ପ ଥିଲା। ସୁପ୍ରିମ କୋର୍ଟରେ ସୋମବାର ପବନର ପୁର୍ନବିଚାର ଆବେଦନ ଖାରଜ ହେବାର ତୁରନ୍ତ ପରେ ସେ ରାଷ୍ଟ୍ରପତିଙ୍କୁ ରାଜକ୍ଷମା ଆବେଦନ କରିଥିଲା। ଏହାକୁ ଆଧାର କରି ଟ୍ରାୟଲ୍ ​କୋର୍ଟ ତୃତୀୟ ଥର ଦୋଷୀଙ୍କ ଫାଶୀ ସ୍ଥଗିତ ହୋଇଥିଲା।

ଦୋଷୀ ପବନ ସୁପ୍ରିମ କୋର୍ଟରେ ପୁର୍ନବିଚାର ଆବେଦନ କରି ଫାଶୀକୁ ଆଜୀବନ କାରାଦଣ୍ଡରେ ପରିବର୍ତ୍ତନ କରିବାକୁ ଗୁହାରି କରିଥିଲା।

   Related Posts