Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ବିଶିଷ୍ଟ ଶ୍ରମିକ ନେତା ଲଳିତ ନାୟକଙ୍କ ପରଲୋକ
  • ||
  • କେନ୍ଦୁଗୁଡ଼ା ଘାଟିରେ ଓଲଟିଲା ଟୁରିଷ୍ଟ ବସ୍ : ଜଣେ ମୃତ , ୧୦ ରୁ ଅଧିକ ଆହତ
  • ||
  • ପରୀ ହତ୍ୟା ମାମଲା, SIT ତଦନ୍ତରେ ହାଇକୋର୍ଟ ସନ୍ତୁଷ୍ଟ- ବିଜେଡି
  • ||
  • ଶଙ୍ଖ ନଦୀରେ ବୁଡ଼ି ଜଣେ ଯୁବକ ନିଖୋଜ, ୪ ଜଣ ହସ୍ପିଟାଲରେ ଭର୍ତ୍ତି
  • ||
  • ତାଳପଦର ବିଜୁ ସେତୁ ଭୁଶୁଡିବା ଘଟଣା: ଗ୍ରାମ୍ୟ ଉନ୍ନୟନ ବିଭାଗ ଏସ୍‌ଡିଓ ଅସିତ ପାତ୍ର ଗିରଫ
  • ||

ମନ୍ଦିର ପୂଜକ ଏନ୍.ରାମେୟାଙ୍କ ମୃତଦେହ ଉଦ୍ଧାର ; ହତ୍ୟା ସନ୍ଦେହ

8/12/2018 at 5:42 PM

ବ୍ରହ୍ମପୁର ୮|୧୨: ଗଞ୍ଜାମ ଜିଲ୍ଲା ଚିକିଟି କେ.ନୂଆ ଗାଆଁ ଥାନା ଅନ୍ତର୍ଗତ ଚୈତନ୍ୟ ଚନ୍ଦନପୁର ଶାସନ ଗାଁ ରେ ଅଘଟଣ। ମନ୍ଦିର ପୂଜକ ଏନ୍.ରାମେୟା ଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି । ପୋଲିସ ଆକ୍ରୋଶର ଶୀକାର ହୋଇ ମୃତ୍ୟୁ ହୋଇଥିବା ପରିବାରଲୋକ ଅଭିଯୋଗ କରିଛନ୍ତି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ କରୁଛି ।

   Related Posts