Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଇରଙ୍ଗପୁର: ଗୋରୁମହିଷାଣି ପୋଲିସର ସଡକ ସୁରକ୍ଷା ସଚେତନ କାର୍ଯ୍ୟକ୍ରମ, ସାମିଲ ଥିଲେ ସ୍ଥାନୀୟ ଲୋକେ
  • ||
  • ବଲାଙ୍ଗୀର: ପୁଣି ରକ୍ତ ରଞ୍ଜିତ ହେଲା ଶୁଲିଆ ପୀଠ, ଗଡିଲା ଶହ ଶହ ପଶୁ-ପକ୍ଷୀଙ୍କ ମୁଣ୍ଡ
  • ||
  • ଭୁବନେଶ୍ବରରେ ପହଞ୍ଚିଲା ୨ୟ ପର୍ଯ୍ୟାୟ କୋଭିଡ ଟିକା: ସ୍ପାଇସ୍ ଜେଟ୍‌ରେ ଆସିଲା ଟିକା
  • ||
  • ଭାଙ୍ଗିଲା ୩୩ ବର୍ଷର ରେକର୍ଡ୍‌ : ବ୍ରିସବେନ ଟେଷ୍ଟରେ ଭାରତର ଐତିହାସିକ ବିଜୟ, ଅଷ୍ଟ୍ରେଲିଆକୁ ୩ ଓ୍ବିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ
  • ||
  • ମାଲକାନଗିରି : ସୀମାନ୍ତରେ ଏନ୍‌କାଉଣ୍ଟର, ୧୦ରୁ ଅଧିକ ମାଓ କ୍ୟାମ୍ପ ଧ୍ୱଂସ
  • ||
  • ସମ୍ବଲପୁର : ଫୋକସ୍‌ରେ ପଶ୍ଚିମ ଓଡିଶା, ମା’ ସମଲେଶ୍ବରୀଙ୍କ ମନ୍ଦିର ବୁଲି ସମୀକ୍ଷା କଲେ 5-T ସଚିବ
  • ||
  • ଭାଙ୍ଗିଲା ୩୩ ବର୍ଷର ରେକର୍ଡ୍‌ : ବ୍ରିସବେନ ଟେଷ୍ଟରେ ଅଷ୍ଟ୍ରେଲିଆକୁ ୩ ଓ୍ବିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ
  • ||
  • ହାଇଦ୍ରାବାଦ : ପାଠ ପଢୁନଥିଲା ବୋଲି ୧୦ ବର୍ଷର ପୁଅକୁ ଜିଅନ୍ତା ଜାଳିଦେଲା ବାପା, ପୋଡିଯାଇଛି ଶରୀରର ୬୫ ଭାଗ
  • ||
  • ବଡବିଲ : ନର୍ଭେରାମ ଖଣି କାର୍ଯ୍ୟାଳୟରେ ଆୟକର ଚଢାଉ, ବିଭିନ୍ନ କାଗଜପତ୍ରର ଯାଞ୍ଚ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୨ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||

ଯଦୁପୁର ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲା : ଜୁଭେନାଇଲ୍ ଜଷ୍ଟିସ୍ ବୋର୍ଡରେ ହାଜର ହେଲା ମୁଖ୍ୟ ଅଭିଯୁକ୍ତ

13/01/2021 at 1:44 PM

ନୟାଗଡ ୧୩।୧: ବହୁଚର୍ଚ୍ଚିତ ନୟାଗଡ ଯଦୁପୁର ନାବାଳିକା ହତ୍ୟାକାଣ୍ଡ ମାମଲାରେ ଜୁଭେନାଇଲ ଜଷ୍ଟିସ୍ ବୋର୍ଡରେ ହାଜର ହେଲା ମୁଖ୍ୟ ଅଭିଯୁକ୍ତ ନାବାଳକ । ଅଭିଯୁକ୍ତକୁ ଅନୁଗୋଳ ବାଳ ସୁଧାର ଗୃହରୁ ଅଣାଯାଇଛି । ବ୍ରେନ୍ ମ୍ୟାପିଙ୍ଗ୍ ନେଇ ଏସଆଇଟି କରିଥିବା ଆବେଦନ ଉପରେ ହେବ ଶୁଣାଣି ।

ଗତ ୮ତାରିଖରେ ଅଭିଯୁକ୍ତର ବ୍ରେନ୍ ମ୍ୟାପିଙ୍ଗ୍ ପାଇଁ ଏସଆଇଟି ଆବେଦନ କରିବା ପରେ ବୋର୍ଡ ଶୁଣାଣି ପାଇଁ ଆଜିକୁ ଦିନ ଧାର୍ଯ୍ୟ କରିଥିଲେ । ଏହାସହିତ ଆଜି ଅଭିଯୁକ୍ତର ଲେୟାର ଭଏସ୍ ଆନାଲିସିସ୍ ଟେଷ୍ଟ ପାଇଁ ଏସଆଇଟି ଆବେଦନ କରିବ ବୋଲି ସରକାରୀ ଓକିଲ କହିଛନ୍ତି ।

ପୂର୍ବରୁ ଅଭିଯୁକ୍ତର ସହମତି ନମିଳିବାରୁ ନାର୍କୋ ଆନାଲିସିସ୍ ଟେଷ୍ଟ ଖାରଜ ହୋଇଛି । ଆଜିର ଶୁଣାଣି ସମୟରେ ଅଭିଯୁକ୍ତ ସହ ଉଭୟ ପକ୍ଷର ଓକିଲ ଉପସ୍ଥିତ ଅଛନ୍ତି ।

   Related Posts