Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର ; ବ୍ରହ୍ମପୁର ବଡବଜାର ଥାନା ଅନ୍ତର୍ଗତ ଗଣେଶ ନଗରରେ ପୁଲିସ୍ ର ଚଢାଉ
  • ||
  • ନକଲି ଟମାଟ, ଚିଲି, ସୋୟା ସୋସ୍ ୟୁନିଟ୍ ଉପରେ ଚଢାଉ
  • ||
  • କେତେ ପରିମାଣର ନକଲି ସାମଗ୍ରୀ ଜବତ, ତାହା ତଦନ୍ତ ପରେ ଜଣାପଡିବ ବୋଲି ପୁଲିସର ସୂଚନା
  • ||
  • ବରଗଡ଼ରେ ବିରାଟ ଚାଷୀ ସମାବେଶ, ଯୋଗଦେଲେ ୧୦ ଜିଲ୍ଲାର ୫ ହଜାର କୃଷକ
  • ||
  • ଜୟପୁର : ଜୟପୁର କୋଟପାଡରେ ନକଲି ବିଦେଶୀ ମଦ କରାଖାନା ଠାବ, ବିପୁଳ ପରିମାଣର ନକଲି ମଦ
  • ||
  • ଜଳେଶ୍ଵର : STFର ଚଢାଉ ବେଳେ ଜଳେଶ୍ୱର ବଜାରରୁ ନକଲି ପାନ ମସଲା ଜବତ, ଦୁଇ ଅଟକ
  • ||
  • ଜଳେଶ୍ଵର : ଜଳେଶ୍ଵର ଝାଡ଼େଶ୍ୱରପୁର ବସ୍ତିରୁ ବିପୁଳ ପରିମାଣର ବ୍ରାଉନସୁଗାର ଜବତ, ଅଭିଯୁକ୍ତ ଫେରାର
  • ||
  • ବଲାଙ୍ଗୀର : ବୋଲେରୋ ଧକ୍କାରେ ସାଇକେଲ୍ ଆରୋହୀ ମୃତ, କ୍ଷତିପୂରଣ ଦାବିରେ ମୃତଦେହ ରଖି ରାସ୍ତାରୋକ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୪ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • କଟକ ନେତାଜୀ ବସ୍ ଟର୍ମିନାଲର ଶିଳାନ୍ୟାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||

ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଆୟୁଷ୍ମାନ୍ ଭାରତ ଯୋଜନା ଶୁଭାରମ୍ଭ

23/09/2018 at 4:02 PM

ରାଞ୍ଚି ୨୩/୯: ବିଶ୍ବର ସବୁଠୁ ବଡ଼ ସ୍ବାସ୍ଥ୍ୟ ଯୋଜନା ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଆୟୁଷ୍ମାନ୍ ଭାରତ ଆଜିଠାରୁ ଆରମ୍ଭ ହୋଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଞ୍ଚିଠାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଯୋଜନା ଆନୁକୂଲ୍ୟରେ ଦେଶର ୧୦.୭୫କୋଟି ଗରିବ ପରିବାର ଅର୍ଥାତ୍ ପାଖାପାଖି ୫୦କୋଟି ଲୋକ ଉପକୃତ ହେବେ। ଏହି ଯୋଜନା ଦ୍ବାରା ହିତାଧିକାରୀମାନେ ସରକାରୀ ବା ଘରୋଇ ହସ୍ପିଟାଲରେ ବାର୍ଷିକ ୫ଲକ୍ଷ ଟଙ୍କାର ମାଗଣା ଚିକିତ୍ସା ପାଇପାରିବେ।

   Related Posts