ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଆୟୁଷ୍ମାନ୍ ଭାରତ ଯୋଜନା ଶୁଭାରମ୍ଭ
23/09/2018 at 4:02 PM

ରାଞ୍ଚି ୨୩/୯: ବିଶ୍ବର ସବୁଠୁ ବଡ଼ ସ୍ବାସ୍ଥ୍ୟ ଯୋଜନା ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଆୟୁଷ୍ମାନ୍ ଭାରତ ଆଜିଠାରୁ ଆରମ୍ଭ ହୋଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଞ୍ଚିଠାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଯୋଜନା ଆନୁକୂଲ୍ୟରେ ଦେଶର ୧୦.୭୫କୋଟି ଗରିବ ପରିବାର ଅର୍ଥାତ୍ ପାଖାପାଖି ୫୦କୋଟି ଲୋକ ଉପକୃତ ହେବେ। ଏହି ଯୋଜନା ଦ୍ବାରା ହିତାଧିକାରୀମାନେ ସରକାରୀ ବା ଘରୋଇ ହସ୍ପିଟାଲରେ ବାର୍ଷିକ ୫ଲକ୍ଷ ଟଙ୍କାର ମାଗଣା ଚିକିତ୍ସା ପାଇପାରିବେ।
Related Posts
ଫୁସ୍ଫୁସ୍କୁ କରୋନାରୁ ରକ୍ଷା କରୁଛି ଧୂମପାନ !
23 January 2021