ସେପ୍ଟେମ୍ବର ୨୨ରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

Published By : Prameya-News7 Bureau | August 31, 2018 IST

ଝାରସୁଗୁଡା  ୩୧|୮:   ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସେପ୍ଟେମ୍ବର ୨୨ରେ ଝାରସୁଗୁଡା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଉଡାନ ଯୋଜନାରେ ନିର୍ମିତ ହୋଇଥିବା ଝାରସୁଗୁଡା ବିମାନବନ୍ଦରର ଉଦଘାଟନ କରିବେ ମୋଦି । ଏନେଇ ଆଜି ଝାରସୁଗୁଡା ଗସ୍ତରେ ଯିବେ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ । ବିମାନବନ୍ଦର କାର୍ଯ୍ୟର ଅଗ୍ରଗତିର ସମୀକ୍ଷା କରିବେ ଜୁଏଲ । ଆସନ୍ତା ୬ରେ ଝାରସୁଗୁଡା ଯିବେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.