Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗାଙ୍ଗୁଲିଙ୍କୁ ହରାଇଲେ ଶାହ : ୧ ରନରେ ପରାସ୍ତ ହେଲା ଦାଦାଙ୍କ ଟିମ୍
  • ||
  • ବାତ୍ୟା ପାଇଁ ଟ୍ରେନ ବାତିଲ, ଯାତ୍ରୀଙ୍କୁ ଟ୍ରେନର ଷ୍ଟକ୍ ରଖିବାକୁ ଅନୁରୋଧ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୩ କରୋନା ସଂକ୍ରମିତ, ୧୦୫୦୦୬୦ରେ ପହଞ୍ଚିଲା ସଂଖ୍ୟା
  • ||
  • ଚିଲିକାରେ ବଢୁଛି ବର୍ଷା ଓ ପବନ, ରାସ୍ତାଘାଟ ଖାଁ ଖାଁ
  • ||
  • ଅନୁଗୁଳ : ଟ୍ରକ-ଇନୋଭା ମୁହାଁମୁହିଁ ଧକ୍କା, ୨ ମୃତ
  • ||
  • ନୟାଗଡ : ଭିଜିଲାନ୍ସ ପଞ୍ଝାରେ ଅତିରିକ୍ତ ଯୋଗାଣ ଅଧିକାରୀ, ଏକାସାଙ୍ଗେ ୬ଟି ସ୍ଥାନରେ ରେଡ୍
  • ||
  • ପୃଥିବୀକୁ ବଡ ବିପଦ ! ମାଡି ଆସୁଛି ଗ୍ରହାଣୁ, ମାଡ ହେଲେ ପରମାଣୁ ବୋମାଠୁ ଭୟଙ୍କର ବିସ୍ଫୋରଣ
  • ||
  • ଯବାନଙ୍କ ଆତ୍ମହତ୍ୟା, ସର୍ଭିସ ରାଇଫଲରୁ ଗୁଳି ଚଳାଇ ହାରିଲେ ଜୀବନ
  • ||
  • ଜଗତସିଂହପୁରରେ ଲାଗି ରହିଛି ବର୍ଷା, ବାତ୍ୟା ମୁକାବିଲା ପାଇଁ ସଜାଗ ପ୍ରଶାସନ
  • ||
  • ଜଓ୍ୱାଦ ପ୍ରଭାବ : ମାଡି ଆସିବ ସମୁଦ୍ର, ଉଠିବ ବଡ ଜୁଆର
  • ||

କରୋନା ସ୍ଥିତି ନେଇ PM-CM ଆଲୋଚନା, ଦେଶର ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ସମୀକ୍ଷା କରିବେ ପ୍ରଧାନମନ୍ତ୍ରୀ

2/04/2020 at 7:16 AM

ନୂଆଦିଲ୍ଲୀ ୦୨।୦୪: ସାରାଦେଶରେ ବଢିଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ତେବେ କରୋନା ସଂକ୍ରମଣରୁ ସାଧାରଣଲୋକଙ୍କ ସୁରକ୍ଷା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୧ଦିନିଆ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି । ସାରାଦେଶରେ ଲକ୍‌ଡାଉନ୍‌କୁ ଆଜି ୯ମ ଦିନ । ତେବେ  ଦେଶରେ ଗତ ୨୪ ଘଣ୍ଟାରେ ୪୦୦ରୁ ଅଧିକ ଲୋକ ଆକ୍ରାନ୍ତ ହୋଇଛନ୍ତି । ଯାହା ପରେ ଦେଶରେ କରୋନା ସମସ୍ୟାକୁ ଅଧିକ ଗୁରୁତ୍ବ ଦେଇଛନ୍ତି କେନ୍ଦ୍ର ସରକାର । ଏପରି ସ୍ଥଳେ ଆଜି COVID-19 ଉପରେ ରାଜ୍ୟର ସମସ୍ତ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଦିନ ୧୧ରେ ଭିଡିଓ କନଫରେସିଂ ଜରିଆରେ ଆଲୋଚନା କରିବେ।

ମହାମାରୀ ମୁକାବିଲା ପାଇଁ ନିଆଯାଇଥିବା ପଦକ୍ଷେପ ଏବଂ ଏହାର କାର୍ଯ୍ୟକାରିତା ନେଇ ସମୀକ୍ଷା କରିବେ । ଏହା ପୂର୍ବରୁ ମାର୍ଚ୍ଚ ୨୦ରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କ ସହ କଥାବାର୍ତ୍ତା କରିଥିଲେ ।  COVID-19 ର ମୁକାବିଲା ପାଇଁ ପଦକ୍ଷେପ ବିଷୟରେ ଆଲୋଚନା କରିଥିଲେ। ସେତେବେଳେ ସେ କହିଥିଲେ କରୋନା ମୁକାବିଲା ପାଇଁ ସମସ୍ତ ରାଜ୍ୟ ମିଳିତ ଭାବେ କାର୍ଯ୍ୟ କରିବାକୁ ଆହ୍ବାନ ଦେଇଥିଲେ ।

   Related Posts