Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ICC ଟି-୨୦ ରାଙ୍କିଂ : ୪ର୍ଥ ସ୍ଥାନରେ ପାକିସ୍ତାନ ବ୍ୟାଟ୍ସମ୍ୟାନ୍‌ ମହମ୍ମଦ ରିଜଓ୍ବାନ, ବିରାଟ କୋହଲି (୫) ଏବଂ ଲୋକେସ ରାହୁଲ (୮) ଖସିଲେ
  • ||
  • କରଞ୍ଜିଆ : ନଭେମ୍ବର ପହିଲାରୁ ଖୋଲିବ ଶିମିଳିପାଳ ଜାତୀୟ ଉଦ୍ୟାନ
  • ||
  • ସୋର : ଭଙ୍ଗା ଘରୁ ମିଳିଲା ପୁଳା ପୁଳା ରାସନ କାର୍ଡ, ଲୋକଙ୍କୁ ଦିଆନଯାଇ ଲୁଚାଇ ରଖାଯାଇଥିଲା କାହିଁକି ?
  • ||
  • ଆନନ୍ଦପୁର : କଣ୍ଡକ୍ଟରଙ୍କ ଭୁଲ୍, ଯାତ୍ରୀଙ୍କ ଗୋଡ ଉପରେ ଚଢିଗଲା ବସ୍
  • ||
  • କୋଣାର୍କ : ବାଇକ୍ ଚୋରି ରାକେଟ୍ ଠାବ : ୮ ବାଇକ୍ ସହ ୪ ଅଭିଯୁକ୍ତ ଗିରଫ
  • ||
  • ତେଲକୋଇ : କାଞ୍ଜିପାଣି ଘାଟିରେ ଭାରସ୍ୟାମ ହରାଇ ଓଲଟିଲା ଅଟୋ, ୫ବର୍ଷର ଶିଶୁ ସମେତ ୩ ଗୁରୁତର
  • ||
  • ଚାନ୍ଦବାଲି : ଅଘୋଷିତ ବିଦ୍ୟୁତ କାଟ୍ : ଦୀର୍ଘ ୧୨ଘଣ୍ଟା ଧରି ଅନ୍ଧାରରେ ରହିଲା ଆଖଣ୍ଡଳମଣୀ ପୀଠ
  • ||
  • ଭୁବନେଶ୍ବର : ନଭେମ୍ବର ୧ରୁ ଯୁକ୍ତ ୩ ପ୍ରଥମ ବର୍ଷ ଏବଂ ୧୫ରୁ ପିଜି ପ୍ରଥମ ବର୍ଷ କ୍ଲାସ୍ ଖୋଲିବ
  • ||
  • ଖୋର୍ଦ୍ଧା : ୩ ଦିନ ହେବ ଚିଲିକା ମଝିରେ ଫସିଥିଲା ଡଙ୍ଗା, ୨ ମତ୍ସ୍ୟଜୀବୀଙ୍କ ସହ ୧୦ବର୍ଷର ଛୁଆ ଉଦ୍ଧାର
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ଘଟଣାରେ ନୀରବତାକୁ ବରଦାସ୍ତ କରାଯିବନି : କଂଗ୍ରେସ
  • ||

ବିଜୟା ଦଶମୀର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ, ଦେଶବାସୀଙ୍କ ମଙ୍ଗଳ କାମନା କଲେ ନମୋ

15/10/2021 at 8:43 AM

ନୂଆଦିଲ୍ଲୀ ୧୫/୧୦: ବିଜୟା ଦଶମୀର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ନରେନେଦ୍ର ମୋଦି । ଦଶହରାରେ ଅସତ୍ୟ ଉପରେ ସତ୍ୟର ବିଜୟ ପ୍ରତିଷ୍ଠା ହୋଇଥିବାରୁ ଆଜିର ପବିତ୍ର ଦିବସରେ ଦେଶବାସୀଙ୍କ ମଙ୍ଗଳା କାମନା କରିଛନ୍ତି ପ୍ରଧାନମନ୍ତ୍ରୀ । ସେ କହିଛନ୍ତି ପ୍ରତ୍ୟେକ ନାଗରିକଙ୍କର ଜୀବନରେ ସୁଖ, ଶାନ୍ତି, ସମୃଦ୍ଧି ଭରି ଉଠୁ ଏହା ମାଆଙ୍କ ନିକଟରେ କାମନା । ଟ

ଆଜିର ଦିନଟି ମହାଭାରତ କାଳ ସହିତ ଯୋଡ଼ି ହୋଇ ରହିଛି । ତଥ୍ୟ ଅନୁଯାୟୀ, ବିଜୟାଦଶମୀ ଦିନରେ ଶାସ୍ତ୍ରକୁ ପୂଜା କଲେ ଯୁଦ୍ଧରେ ବିଜୟପ୍ରାପ୍ତ ହୋଇଥାଏ । ପାଣ୍ଡବମାନେ ବିଜୟାଦଶମୀରେ ଶାମୀ ନାମକ ବୃକ୍ଷ ଓ ହତିଆରକୁ ପୂଜା କରୁଥିଲେ । ତେବେ ଆଜିର ଦିନଟି ଆର୍ଥିକ ଦୃଷ୍ଟିକୋଣରୁ ବିଭିନ୍ନ ରାଶିର ଲୋକଙ୍କ ପାଇଁ ଖୁବ ଶୁଭଦାୟକ ହେବ ।

ତେଣୁ ବ୍ୟବସାୟ, ନିବେଶ ଓ ଆର୍ଥିକ ନେଣଦେଣ ମାମଲାରେ କିଛି ରାଶିର ଲୋକଙ୍କୁ ସାବଧାନ ରହିବାକୁ ପରାମର୍ଶ ଦିଆଯାଇଛି । ସେପଟେ ପ୍ରଧାନମନ୍ତ୍ରୀ ମୋଦୀ ଆଜି ରାଷ୍ଟ୍ର ଉଦ୍ଦେଶ୍ୟରେ ୭ଟି ନୂଆ ପ୍ରତିରକ୍ଷା କଂପାନୀ ସମର୍ପିତ କରିବେ । ପ୍ରତିରକ୍ଷା ମନ୍ତ୍ରାଳୟ ଦ୍ବାରା ଆୟୋଜିତ କାର୍ଯ୍ୟକ୍ରମକୁ ମୋଦୀ ଭିଡିଓ କନଫରେନ୍ସିଂ ଜରିଆରେ ସମ୍ବୋଧିତ କରିବେ। ଏହି ଅବସରରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଉପସ୍ଥିତ ରହିବେ ।

   Related Posts